ଆଜି ଏଏସଓ ପରୀକ୍ଷା: ଖୋର୍ଦ୍ଧାର ୧୩୯ ଶିକ୍ଷାନୁଷ୍ଠାନ ଛୁଟି
ଭୁବନେଶ୍ବର:ଆଜି ସହକାରୀ ସେକ୍ସନ୍ ଅଫିସର (ଏଏସଓ) ପରୀକ୍ଷା ପାଇଁ ଖୋର୍ଦ୍ଧା ଜିଲ୍ଲାର ଶିକ୍ଷାନୁଷ୍ଠାନ ଗୁଡିକ ବନ୍ଦ ରହିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ୧୩୯ ଶିକ୍ଷାନୁଷ୍ଠାନକୁ ସ୍ୱତନ୍ତ୍ର ଛୁଟି ଘୋଷଣା କରାଯାଇଛି। ଏଏସଓ ପରୀକ୍ଷା ପାଇଁ ଖୋର୍ଦ୍ଧା ଜିଲ୍ଲାର ଏହି ୧୩୯ଟି…