Latest Odisha News

BREAKING NEWS

ସୋନିଆ ଗାନ୍ଧୀଙ୍କୁ ପୁଣି ଇଡିର ସମନ

ନୂଆଦିଲ୍ଲୀ: ଇଡି ପୁଣି ଜେରା ପାଇଁ ସମନ କରିଛି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ  । ଜୁଲାଇ 21ରେ ପୁଣି ହାଜର ହେବା ପାଇଁ କହିଛି ଇଡି ।  ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶଳାୟ ପୁଣିଥରେ ସମନ ଜାରି କରିଛି।  ପୂର୍ବରୁ ଇଡି ନ୍ୟାସନାଲ ହେରାଲ୍ଡ ଖବର କାଗଜ ସହ ଜଡ଼ିତ ମାମଲାରେ ରାହୁଲ…

ରଥ ଉପରେ ଶେଷ ହେଲା ଅଧରପଣା ନୀତି, କାଲି ନୀଳାଦ୍ରି ବିଜେ

ପୁରୀ: ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ଶେଷ ହୋଇଛି । ରଥାରୁଢ଼ ଚତୁର୍ଦ୍ଧା ମୂର୍ତ୍ତିଙ୍କଠାରେ ଲାଗି ହୋଇଛି ସୁସ୍ୱାଦୁ, ସୁବାସିତ ପଣା । ୩ ଗୋଟି ରଥରେ ୩ଟି ଲେଖାଏ ମୋଟ ୯ଟି ମାଟି ତୁମ୍ଭରେ ଏହି ପଣା ଲାଗି ପରମ୍ପରା ଅନୁସାରେ ହୋଇଛି । ରଥ ଉପରେ ପଣା ଲାଗି ପରେ ସେହିଠାରେ ହିଁ ହାଣ୍ଡିକୁ…

ରାଜ୍ୟଗୋଷ୍ଠୀ କ୍ରୀଡା: ଭାରତ ପକ୍ଷରୁ ଖେଳିବେ ବେକହାମ, ରୋନାଲ୍ଡୋ

ନୂଆଦିଲ୍ଲୀ: ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ ୨୮ ଜୁଲାଇରୁ ବର୍ମିଂହାମରେ ଆରମ୍ଭ ହେବ । ଏହି ମେଗା ଇଭେଂଟରେ ୧୦୭ ମହିଳାଙ୍କ ସମେତ ଭାରତର ୨୧୫ ଆଥଲେଟ ଅଂଶଗ୍ରହଣ କରୁଛନ୍ତି । ୧୦୭ଜଣିଆ ଷ୍ଟାଫ ଦଳ ସହିତ ବର୍ମିଂହାମ ଯିବେ । ତେବେ ସବୁଠାରୁ ମଜା କଥା ଭାରତ ପକ୍ଷରୁ ଏଥିର ବେକହାମ ଓ ରୋନାଲ୍ଡୋ…

ରାଜଧାନୀରେ ରାଜ୍ୟର ଅଧା କୋଭିଡ୍ ସଂକ୍ରମଣ, ବଢ଼ିଲା କଟକଣା

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା ବେଳେ ଶୀର୍ଷରେ ରହିଛି ଖୋର୍ଦ୍ଧା ଜିଲ୍ଲା । ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୭୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୨୦୩…

କାଳି ଫିଲ୍ମ ବିବାଦ: ନିର୍ଦ୍ଦେଶିକାଙ୍କ ସମେତ ସମ୍ପୃକ୍ତମାନଙ୍କୁ ସମନ କଲେ ଦିଲ୍ଲୀ କୋର୍ଟ

ଦିଲ୍ଲୀ: ଥମୁନି ‘କାଳି’ ଫିଲ୍ମ ବିବାଦ। ଏହାକୁ ନେଇ ତୀବ୍ର ବିରୋଧ ହେବା ପରେ ମାମଲା ଥାନା ପରେ ଏବେ କୋର୍ଟରେ ପହଞ୍ଚିଛି। ଘଟଣାରେ ଦିଲ୍ଲୀର ଏକ କୋର୍ଟ ଏହାରି ନିର୍ଦ୍ଦେଶିକା ଲୀନା ମଣିମେକଲାଇଙ୍କ ସମେତ ସମ୍ପୃକ୍ତମାନଙ୍କୁ ସମନ କରିଛନ୍ତି। ଦେବୀ କାଳିଙ୍କୁ ସିଗାରେଟ୍ ପିଉଥିବାର ଚିତ୍ରଣ…

ରନ୍ଧନ ଗ୍ୟାସ୍ ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଜୟପୁର: ଦିନକୁ ଦିନ ରନ୍ଧନ ଗ୍ୟାସ ସିଲିଣ୍ଡର ଦର ବଢ଼ି ଚାଲିଛି । ଘରୋଇ ଗ୍ୟାସର ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ କରିଛି କଂଗ୍ରେସ । ଜୟପୁର ସ୍ଥିତ ଜିଲ୍ଲା କଂଗ୍ରେସ ଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରୀ ନଳୀନି ରଥଙ୍କ…

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ: ସମୁଦ୍ର ସ୍ନାନ ବେଳେ ଅଘଟଣ । ଗାଧୋଇବା ବେଳେ ସମୁଦ୍ରରେ ଭାସିଗଲେ ଯୁବକ । ଯାଜପୁର ଜିଲ୍ଲା ମାଳସାହି ଅଞ୍ଚଳର ଆୟୁଷ ଜେନା ସମୁଦ୍ରରେ ଭାସି ଯାଇଛନ୍ତି । ଆୟୁଷ ଚୈତନ୍ୟ ଛକ ବେଳାଭୂମି ସେକ୍ଟର ୯ରେ ସ୍ନାନ ବେଳେ ଭାସି ଯାଇଥିବା ବେଳେ ଅଗ୍ନିଶମ କର୍ମଚାରୀ ଓ ଲାଇଫ ଗାର୍ଡ ନିଖୋଜ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ଉଦ୍ଧବ ଠାକରେଙ୍କୁ ସୁପ୍ରିମକୋର୍ଟରୁ ବଡ ଆଶ୍ଵସ୍ତି, ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ପାରିବେ ନାହିଁ ବାଚସ୍ପତି  , ସୁପ୍ରିମକୋର୍ଟ ଯାଚିକାର ଶୁଣାଣି ନହେବା ପର୍ଯ୍ୟନ୍ତ ୧୬ ବିଧାୟକଙ୍କ ଅଯୋଗ୍ୟତା ମାମଲାରେ କୌଣସି ନିର୍ଣ୍ଣୟ  ନିଆଯାଇପାରିବନି ,  ମହାରାଷ୍ଟ୍ର ବିଧାନସଭାର…

ଦେଶର ବୟୋଜ୍ୟେଷ୍ଠ ବାଘ ରାଜାର ମୃତ୍ୟୁ

କୋଲକାତା: ପଶୁପ୍ରେମୀଙ୍କ ପାଇଁ ଏକ ଦୁଃଖ ଖବର । ଭାରତର ସବୁଠାରୁ ବୟସ୍କ ବାଘ ରାଜାର ପଶ୍ଚିମବଙ୍ଗରେ ମୃତ୍ୟୁ ଘଟିଛି । ୨୩ ଅଗଷ୍ଟରେ ରାଜାର ଜନ୍ମ ଦିନ ଥିଲା । ଏଥିପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ମଧ୍ୟ କରାଯାଇଥିଲା । ମୃତ୍ୟୁ ବେଳକୁ ରାଜାର ବୟସ ୨୬ ବର୍ଷ ୧୦ ମାସ ୧୮ ଦିନ ଥିଲା…

ଋଣ ପରିଶୋଧ ନ ହେବାରୁ ଶାରଳା ସୂତାକଳକୁ ସିଲ୍ କଲା ଭାରତୀୟ ଷ୍ଟେଟ ବ୍ୟାଙ୍କ

ଜଗତସିଂହପୁର: ସିଲ୍ ହେଲା ଶାରଳା ସୂତାକଳ । ତିର୍ତ୍ତୋଲ ବ୍ଲକ ନାଉସିରା ଠାରେ ଥିବା ଶାରଳା ସୁତାକଳକୁ ଆଜି ଭାରତୀୟ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ୱର ଇଣ୍ଡଷ୍ଟ୍ରିଆଲ ଶାଖା ପକ୍ଷରୁ ସିଲ୍ କରାଯାଇଛି । ସୂତାକଳ ସହ ୧୫ ଏକର ୧୨ ଡିସିମିଲ୍ ଜାଗା ମଧ୍ୟରେ ଥିବା ସମସ୍ତ ସୌଧକୁ ଜବତ କରାଯାଇ ସିଲ କରିଛି…