ଆଜି ବାୟୁସେନାକୁ ମିଳିବ ପ୍ରଥମ ସ୍ବଦେଶୀ ଲଢୁଆ ହେଲିକପ୍ଟର
ନୂଆଦିଲ୍ଲୀ: ଭାରତୀୟ ବାୟୁସେନା (IAF)ରେ ସାମିଲ ହେବ ଲାଇଟ୍ କମ୍ବାଟ୍ ହେଲିକପ୍ଟର (LCH)। ଆଜି ଏହା ବାୟୁସେନାରେ ସାମିଲ ହେବା ପରେ ପାହାଡିଆ ଏବଂ ସମୁଦ୍ର ଅଞ୍ଚଳରେ ଶକ୍ତି ବଢିବ । ଦେଶରେ ବିକଶିତ ହୋଇଥିବା ଏହି ଏଲସିଏଚ ଏକାଧିକ କ୍ଷେପଣାସ୍ତ୍ର ଗୁଳି ଚଳାଇବା ଏବଂ ଅସ୍ତ୍ର ବ୍ୟବହାର…