ଜୋରଦାର ଭୂକମ୍ପ ଝଟକାରେ ଥରିଲା ଜାପାନ; ରିକ୍ଟର ସ୍କେଲ୍ରେ ତୀବ୍ରତା ୬.୦ ରେକର୍ଡ
ଟୋକିଓ: ଜାପାନର ହୋଂସୁ ପୂର୍ବ ଉପକୂଳରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୁତ ହୋଇଛି । ରିକ୍ଟର ସ୍କେଲ୍ରେ ଭୂକମ୍ପର ତୀବ୍ରତା ୬.୦ ରେକର୍ଡ ହୋଇଛି । ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି (NCS) ଅନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ୫୦ କିଲୋମିଟର ଗଭୀରତାରେ ଥିଲା । ତେବେ ଏହି ଭୂକମ୍ପରେ…