Latest Odisha News

BREAKING NEWS

ସମୁଦ୍ରରୁ ଭାସି ଆସିଥିବା ଡଙ୍ଗାରୁ ମିଳିଲା ୩ଟି ଏକେ-୪୭ ସହ ଗୁଳି

ମୁମ୍ବାଇ:  ମହାରାଷ୍ଟ୍ରର ରାୟଗଡ ଜିଲ୍ଲାର ହରିହରେଶ୍ୱର ଉପକୂଳରେ ଡଙ୍ଗାରୁ ତିନୋଟି AK-47 ଏବଂ ଗୁଳି ଜବତ କୁ ନେଇ ହାଇ ଆଲର୍ଟ ଜାରି କରାଯାଇଛି। ଏହା ପରେ ଆତଙ୍କବାଦୀ ଷଡଯନ୍ତ୍ରର ସମ୍ଭାବନା ଥିବାରୁ ପୋଲିସ ସତର୍କ ହୋଇଥିଲା । ପୋଲିସ ଏକ ଦଉଡି ସାହାଯ୍ୟରେ ଡଙ୍ଗାକୁ କୂଳକୁ ଟାଣି ଦେଖିବାକୁ…

ଆସନ୍ତାକାଲି ସକାଳ ସୁଦ୍ଧା ଲଘୁଚାପ ଅବପାତରେ ପରିଣତ ହେବ, ନଜର ପକାନ୍ତୁ କେଉଁ ଜିଲ୍ଲାରେ କାଚିବ ବର୍ଷା

ଭୁବନେଶ୍ୱର: ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ବାଙ୍ଗଲାଦେଶ ଏବଂ ମିଆଁମାର ଉପକୂଳରେ ସକ୍ରିୟ ରହିଛି ଲଘୁଚାପ ।ଏବେ ଏହା ଘନୀଭୂତ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତାକାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଏକ ଅବପାତ ପରିଣତ ହେବାର…

ଲଗାଣ ବର୍ଷାରେ ଧସିଲା କରଡ଼ା ଘାଟି, ଯାତାୟାତ ବାଧାପ୍ରାପ୍ତ

ବାଲିଗୁଡ଼ା: ଲଗାଣ ବର୍ଷାରେ ଧସିଲା କରଡ଼ା ଘାଟି । କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ କରଡ଼ା ଘାଟି ଧସିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ମିଳିଥିବା ସୂଚନା ଅନୁସାରେ, ଘାଟିର ୩ଟି ସ୍ଥାନରେ ପାର୍ଶ୍ଵ କାନ୍ଥ ଧସିଯିବା ଫଳରେ ଟ୍ରକ, ବସ୍ ଯାତାୟତ ବନ୍ଦ ରହିଛି । କିଛି ଲୋକେ ବିପଦ ସଂକୁଳ…

ଧାୱନ, ଶୁଭମନଙ୍କ ଅପରାଜିତ ଅର୍ଦ୍ଧଶତକ: ଭାରତ ୧୦ ୱିକେଟରେ ବିଜୟୀ

ହରାରେ: ବୋଲିଂ ପରେ ବ୍ୟାଟିଂରେ ଭାରତୀୟ ଖେଳାଳି ପ୍ରଭାବୀ ପ୍ରଦର୍ଶନ କରି ଏଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୧୦ ୱିକେଟରେ ଜିମ୍ବାୱେକୁ ପରାସ୍ତ କରିଛି । ଶିଖର ଧାୱନ ଓ ଶୁଭମନ ଗିଲ ଅର୍ଦ୍ଧଶତକ ହାସଲ କରିବା ସହ ଶେଷ ପର୍ଯ୍ୟନ୍ତ ଅପରାଜିତ ରହି ମ୍ୟାଚକୁ ଏକତରଫା…

ମୁଫତି ଡାକିଲେ ସର୍ବଦଳିୟ ବୈଠକ

ଶ୍ରୀନଗର: ପିପୁଲ୍ସ ଡେମୋକ୍ରାଟିକ୍ ପାର୍ଟି (ପିଡିପି) ସଭାପତି ମେହବୁବା ମୁଫତି  ସର୍ବଦଳିୟ ବୈଠକ ଡାକିଛନ୍ତି  ।  ରାଷ୍ଟ୍ରୀୟ ସମ୍ମିଳନୀ (ଏନସି) ନେତା ଫାରୁକ୍ ଅବଦୁଲ୍ଲାଙ୍କୁ ଜାମ୍ମୁ କାଶ୍ମୀରରେ ଏକ ସର୍ବଦଳୀୟ ବୈଠକ  ଡକାଇବାକୁ ମେହବୁବା ଅନୁରୋଧ କହିଛନ୍ତି। ସର୍ବଦଳୀୟ ବୈଠକ ଡକାଇବାର…

କମୁଛି ବନ୍ୟା ଜଳ, ବଢ଼ୁଛି ଦୁର୍ଦ୍ଦଶା

ପାରାଦୀପ: ବେଘର କରିଛି ଜଳ ପ୍ରଳୟ । ବନ୍ୟା ଉଜାଡ଼ି ଦେଇଛି ସବୁକିଛି । କିଏ ଛାତ ଉପରେ ରୋଷେଇ କରୁଛି ତ ଆଉ କିଏ ରାସ୍ତା ଉପରେ ପାଲ ଟାଣି ଘରର ସମସ୍ତ ଜିନିଷକୁ ଜଗି ରହିଛି । ମହାନଦୀରେ ବନ୍ୟା ଆସିବା ପରେ ଜଳରେ ବିତୁଛି ଜୀବନ । ଗାଁ ଦାଣ୍ଡରେ ଡଙ୍ଗା ଚାଲିଛି । ଲୋକଙ୍କ ଘର ଭିତରେ ପାଣି…

ଭାଇରାଲ ହେଲା ଆପ ବିଧାୟକ ହରମିତ ସିଂଙ୍କ ଅଶ୍ଲୀଳ ଭିଡିଓ

ସିନୌର: ପଞ୍ଜାବର ଆପ ବିଧାୟକ ହରମିତ ସିଂ ପଠାନମାଜରାଙ୍କ ଅଡୁଆ ବଢ଼ିବାରେ ଲାଗିଛି । ବୁଧବାର ତାଙ୍କ ଦ୍ୱିତୀୟ ବିବାହର ଅଭିଯୋଗ ପରେ ଏବେ ବିଧାୟକଙ୍କ ଏକ ଅଶ୍ଲୀଳ ଭିଡିଓ ଭାଇରାଲ ହେବାରେ ଲାଗିଛି । ଏକ ଭିଡିଓ କଲିଂରେ ସେ ତାଙ୍କ ପ୍ରାଇଭେଟ ପାର୍ଟ ଦେଖାଉଛନ୍ତି । ଜୀରକପୁର ଥାନାରେ ପ୍ରଥମ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରି ରିଲିଫ୍ ଘୋଷଣା କରିଛନ୍ତି । ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ପାଣି ପସିଥିବା ଗାଁରେ ବିପନ୍ନଙ୍କୁ ୧୫ ଦିନ ଲାଗି ରିଲିଫ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।…

ବନ୍ୟାଞ୍ଚଳ ପାଇଁ  ରିଲିଫ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି,…

ଦୁଷ୍କର୍ମ ଅଭିଯୋଗରେ ଗିରଫ ହେବେ ଶାହନବାଜ୍ ହୁସେନ

ଦିଲ୍ଲୀ: ବିଜେପିର ସଂଖ୍ୟାଲଘୁ ଚେହେରା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶାହନବାଜ୍ ହୁସେନଙ୍କୁ ଗିରଫ କରିବ ଦିଲ୍ଲୀ ପୋଲିସ । ଶାହନବାଜ୍ ହୁସୈନଙ୍କ ବିରୋଧରେ ଯଥାଶୀଘ୍ର ଦୁଷ୍କର୍ମ ମାମଲା ଦାଏର କରିବାକୁ ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ  । ଦିଲ୍ଲୀ…