Latest Odisha News

BREAKING NEWS

ଗୋ-ଚାଲାଣ ବେଳେ ଶତାଧିକ ଗୋରୁ ଉଦ୍ଧାର, ୨ ଗିରଫ

ଅନୁଗୁଳ: ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପଶ୍ଚିମବଙ୍ଗକୁ ବେଧଡ଼କ ଗୋ-ଚାଲାଣ କରାଯାଉଛି । ଗୋ-ଟାଲାଣ ଖବର ପାଇ ପାଲଲହଡ଼ା ପୋଲିସ ବିଳମ୍ବିତ ରାତିରେ ଜାତୀୟ ରାଜପଥ ୪୯ରେ ଜଗି ରହିଥିଲା । ରାତି ପ୍ରାୟ ୩ଟା ବେଳେ ଏକ ଟ୍ରକ୍ ଯୋଗେ ଶହେରୁ ଅଧିକ ଗୋରୁଗାଈଙ୍କୁ ନିଆ ଯାଉଥିବା ବେଳେ ପୋଲିସ ଗାଡ଼ି…

ଜନ୍ମାଷ୍ଟମୀ: ଭଗବାନ ଶ୍ରୀକୃଷ୍ଣଙ୍କ ଧରାବତରଣ

।।କୃଷ୍ଣାୟ ବାସୁଦେବାୟ ଦେବକୀ ନନ୍ଦନାୟଚ, ନନ୍ଦଗୋପ କୁମାରାୟ ଗୋବିନ୍ଦାୟ ନମୋନମଃ।। ପବିତ୍ର ଜନ୍ମାଷ୍ଟମୀ । ଭଗବାନ୍ ଶ୍ରୀକୃଷ୍ଣଙ୍କ ଶ୍ରୀକୃଷ୍ଣଙ୍କ ଧରାବତରଣର ଦିନ । ବିଷ୍ଣୁଙ୍କର ଅବତାରୀ ପୁରୁଷ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଦିବସକୁ ଜନ୍ମାଷ୍ଟମୀ ରୂପେ ପାଳନ କରାଯାଏ । ହିନ୍ଦୁ…

ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅପରାହ୍ନ ସାଢେ ତିନିଟା ବେଳେ  ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ୫ ଜିଲ୍ଲାର ବନ୍ୟାସ୍ଥିତି ଅନୁଧ୍ୟାନ କରିବେ । ସେହିଜିଲ୍ଲା ଗୁଡିକ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା । ଏହି…

ଲଘୁଚାପ ସକ୍ରିୟ, ୨୪ ଘଣ୍ଟାରେ ଅବପାତ ସମ୍ଭାବନା; ପ୍ରବଳ ବର୍ଷା ନେଇ ୧୯ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ବନ୍ୟା ପ୍ରକୋପ ଥମିନି । ଏପଟେ ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଆଉ ଏକ ଲଘୁଚାପ । ଆଜି ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ବାଂଲାଦେଶ ଏବଂ ମିଆଁମାର ଉପକୂଳରେ ଏକ ଲଘୁଚାପ ସକ୍ରିୟ ରହିଛି । ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ…

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଇଁ ଉତ୍ସବମୁଖର ମଥୁରା, ସାରା ଭାରତ

ଆଜି  ଭଗବାନ କୃଷ୍ଣଙ୍କ ଜନ୍ମଦିନ । ଏଥିପାଇଁ ରାଧାକୃଷ୍ଣଙ୍କ ମନ୍ଦିରରେ ସମସ୍ତ ପ୍ରସ୍ତୁତି ସରିଛି ।  ରୋହିଣୀ ନକ୍ଷତ୍ରର ଅଷ୍ଟମୀ ତିଥିରେ ଜନ୍ମ ହୋଇଥିଲେ ଭଗବାନ ଶ୍ରୀକୃଷ୍ଣ । ଦେଶ ତଥା ବିଦେଶରେ ରହୁଥିବା କୋଟି କୋଟି କୃଷ୍ଣ ଭକ୍ତ ଆସନ୍ତାକାଲି କୃଷ୍ଣ ଜନ୍ମାଷ୍ଟମୀ ପାଳନ କରୁଛନ୍ତି ।…

ଉଦ୍ଧାର ଓ ରିଲିଫ କାର୍ଯ୍ୟର ତଦାରଖ କରିବା ବିଜେପି ଗଠନ କଲା କମିଟି

ଭୁବନେଶ୍ୱର: ରାଜ୍ୟର ୧୨ରୁ ଅଧିକ ଜିଲ୍ଲାରେ ବନ୍ୟା ପରିସ୍ଥିତି ଅସମ୍ଭାଳ ହୋଇପଡିଛି । ବନ୍ୟା ଜଳରେ ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲାବେଳେ ୩୩୭ଟି ଗାଁ ସମ୍ପୂର୍ଣ୍ଣ ପାଣି ଘେରରେ ରହିଛି । ବନ୍ୟା ଘେରରେ ଥିବା ଲୋକଙ୍କୁ  ବିଜେପିର କାର୍ଯ୍ୟକର୍ତା  ଉଦ୍ଧାର କାର୍ଯ୍ୟ, ରିଲିଫ କାର୍ଯ୍ୟରେ…

୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱଳ୍ପ ଅବଧି କୃଷି ଋଣ ଉପରେ ମିଳିବ ବାର୍ଷିକ ୧.୫ ପ୍ରତିଶତ ସୁଧ ରିହାତି

ନୂଆଦିଲ୍ଲୀ: କୃଷକମାନଙ୍କ ପାଇଁ ଭଲ ଖବର । ଏଣିକି ତିନି ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱଳ୍ପ ଅବଧିର କୃଷି ଋଣ ଉପରେ ବାର୍ଷିକ ୧.୫ ପ୍ରତିଶତ ସୁଧ ରିହାତି ଯୋଗାଇ ଦେବେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସବୁ ଋଣ…

ପଣ୍ଡିତ ହେଲେ କେକେଆର କୋଚ

କୋଲକତା: ଇଣ୍ଡିଆନ ପ୍ରିମିୟର ଲିଗର ଆଗାମୀ ସଂସ୍କରଣ ପାଇଁ କୋଲକାତା ନାଇଟ ରାଇଡର୍ସ ଚନ୍ଦ୍ରକାନ୍ତ ପଣ୍ଡିତଙ୍କୁ କୋଚ ଦାୟିତ୍ୱ ପ୍ରଦାନ କରିଛି । ବ୍ରେଣ୍ଡନ ମ୍ୟାକକୁଲାମଙ୍କ ସ୍ଥାନରେ ସେ ଏହି ଦାୟିତ୍ୱ ଗ୍ରହଣ କରିବେ । ପଣ୍ଡିତଙ୍କ କୋଚିଂ ବଳରେ ମଧ୍ୟପ୍ରଦେଶ ପ୍ରଥମ ଥର ପାଇଁ ରଣଜୀ ଟ୍ରଫି…

ହେଲମେଟ ଚେକିଂ: ଗୋଟିଏ ଦିନରେ 2073 ଚାଲାଣ ଜାରି , 400 ଡିଏଲ୍ ସ୍ଥଗିତ

କଟକ:  ଜାତୀୟ ତଥା ରାଜ୍ୟ ରାଜପଥରେ ହେଲମେଟ ନପିନ୍ଧି  ଦୁଇଚକିଆ ଯାନ ଚଳାଚଳ ବିରୁଦ୍ଧରେ ଚାଲିଛି ରାଜ୍ୟସ୍ତରୀୟ ସ୍ୱତନ୍ତ୍ର ଡ୍ରାଇଭ । ବିନା ହେଲମେଟ ପାଇଁ ଗତ 24 ଘଣ୍ଟା ମଧ୍ୟରେ ମୋଟ 2073 ଇ-ଚାଲାଣ ଜାରି କରାଯାଇଛି। ଡ୍ରାଇଭିଂ ଲାଇସେନ୍ସ ବିନା ଗାଡି ଚଳାଇବା ପାଇଁ ମୋଟ 77 ଟି ଗାଡି ଜବତ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ରାଜ୍ୟରେ ଆହୁରି ୪ ଦିନ ଏମିତି ବନ୍ୟା ସ୍ଥିତି ଲାଗି ରହିବ । ଆଗାମୀ ୨୪ ଘଣ୍ଟା ରାଜ୍ୟ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ସେ ଆହୁରି କହିଛନ୍ତି ଯେ, ଏହି ବନ୍ୟା ଦ୍ୱାରା ମହାନଦୀ ସିଷ୍ଟମରେ ମଙ୍ଗଳବାର ଦୁଇଟି ଘାଇ ହୋଇଥିଲା ।…