ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ କୁକୁରଙ୍କୁ ବାନ୍ଧିବା ଘଟଣା; ୪ଜଣଙ୍କୁ ନିଲମ୍ବନ
ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ପରିସରରେ ଥିବା ଛାତ୍ରୀନିବାସ ପରିସରରେ ୧୨ଟି କୁକୁରର ଗୋଡ଼ ଓ ମୁହଁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଯାଇଛି। ଏଥିରେ ସମ୍ପୃକ୍ତ ଥିବା ଅଭିଯୋଗରେ ଜଣେ ପିଅନ ଏବଂ ୩ ଜଣ ସୁରକ୍ଷା କର୍ମୀଙ୍କୁ ପରିବର୍ତ୍ତି ଆଦେଶ ପର୍ଯ୍ୟନ୍ତ କାର୍ଯ୍ୟରୁ…