ଧାରାବାହିକ ଉପନ୍ୟାସ : ସୁଲୋଚନା (୩୦)
ସୁମିତା ବେହେରାଙ୍କ ଧାରାବାହିକ ଉପନ୍ୟାସ ‘ସୁଲୋଚନା’
ଅନେକ ସମୟ ବିତି ଯାଇଥିଲା ସରମାଙ୍କ ନିକଟରେ। ସନ୍ଧ୍ୟା ଆଗତପ୍ରାୟ। ସୁଲୋଚନାଙ୍କର ଅତିଶୟ ଆଗ୍ରହ ଦେଖି ସରମା ତାଙ୍କୁ ରାବଣ ଅତୀତରେ ପ୍ରାପ୍ତ ହୋଇଥିବା ଅଭିଶାପ ବିଷୟରେ ଶୁଣାଉଥିଲେ। ଏହି ସମୟରେ ସୁଲୋଚନାଙ୍କର ଦାସୀ ଆସି ଜଣେଇଲେ ଯେ…