ଆସୁଛି ଆଉ ଏକ ଲଘୁଚାପ; ୧୩ରୁ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଅଗଷ୍ଟ ୧୨ ତାରିଖରୁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କାରଣ ୧୩ ତାରିଖ ପାଖାପାଖି ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଅଗଷ୍ଟ ୧୨-୧୩…