ତିନି ବର୍ଷରେ ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଛନ୍ତି 210 ଜଣ
ଭୁବନେଶ୍ୱର: ବିଗତ ତିନି ବର୍ଷରେ ରାଜ୍ୟରେ ବିଦ୍ୟୁତ ଆଘାତଜନିତ କାରଣରୁ 210 ଜଣ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି ଏବଂ ଯେଉଁ ମାନଙ୍କର ମାମଲା ସମାଧାନ ହୋଇଛି, ସେହି ପରିବାରଙ୍କୁ ମୋଟ 5,37,07,091 ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଏନେଇ ଗୃହରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ…