ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରୁ ଉଦ୍ଧବ ଠାକରେଙ୍କ ଇସ୍ତଫା
ଓଡ଼ିଶା ସମ୍ବାଦ ବ୍ୟୁରୋ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଇସ୍ତଫା ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦେଶ ଆସିବା ପରେ ଇସ୍ତଫା ଦେଇଛନ୍ତି ଉଦ୍ଧବ । ଇସ୍ତଫା ପୂର୍ବରୁ ଉଦ୍ଧବ କିଛି ଇମୋସନାଲ କଥା କହି ଶେଷରେ ଇସ୍ତଫା ଦେଉଛି ବୋଲି କହିଥିଲେ ।…