Latest Odisha News

BREAKING NEWS

ଆସ୍ଥାଭୋଟ ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି କଲେ ଦେବେନ୍ଦ୍ର ଫଡନାବୀସ

ଓଡ଼ିଶା ସମ୍ବାଦ ବ୍ୟୁରୋ: ମହାରାଷ୍ଟ୍ରରେ ଆସ୍ଥାଭୋଟ ପାଇଁ  ଦାବି କରିଛନ୍ତି ଫଡନାବୀସ ।  ବିଜେପି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ରାଜ୍ୟପାଳ ଭଗତ ସିଂ ଖୋସିୟାରିଙ୍କୁ ଭେଟି ବିଧାସଭାରେ ଆସ୍ଥାଭୋଟ ପାଇଁ ଦାବି କରିଛନ୍ତି ।  ଫଡନାବୀସଙ୍କ ସହିତ କିଛି ସ୍ବାଧୀନ…

କହ୍ନେୟାଲାଲ ହତ୍ୟାକାରୀଙ୍କୁ କଠୋର ଦଣ୍ଡ ଦିଆଯିବ : ଅଶୋକ ଗେହଲୋଟ

ଓଡ଼ିଶା ସମ୍ବାଦ ବ୍ୟୁରୋ: ରାଜସ୍ଥାନର ଉଦୟପୁରରେ ଜଣେ ସିଲେଇ ଦୋକାନୀଙ୍କ ମୁଣ୍ଡକାଟ ଘଟଣାକୁ କଡା ନିନ୍ଦା କରିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ । ତାଙ୍କ ସରକାର ଏପରି ହତ୍ୟାକାରୀଙ୍କୁ କଠୋର ଦଣ୍ଡ ଦେବ ବୋଲି ସେ କହିଛନ୍ତି ।…

ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ମୋର୍ଗାନ

ଲଣ୍ଡନ: ଇଂଲଣ୍ଡ ବିଶ୍ୱକପ ବିଜୟୀ ଦଳର ଅଧିନାୟକ ଇଅନ ମୋର୍ଗାନ ଆଜି ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ୩୫ ବର୍ଷୀୟ ଏହି କ୍ରିକେଟର ଖରାପ ଫର୍ମ ଏବଂ ଫିଟନେସ ସମସ୍ୟା ଯୋଗୁ ସେ ବାଧ୍ୟ ହୋଇ କ୍ରିକେଟକୁ ଅଲବିଦା କହିଛନ୍ତି । ଇଂଲଣ୍ଡ କ୍ରିକେଟ ବୋର୍ଡ ପକ୍ଷରୁ ମୋର୍ଗାନଙ୍କୁ…

ଆନ୍ଧ୍ର ବିଚ୍ଛିନ୍ନାଞ୍ଚଳରେ ଓଡ଼ିଆ ବିଦ୍ୟାର୍ଥୀଙ୍କୁ ମିଳିବ ପାଠ୍ୟ ପୁସ୍ତକ

ବ୍ରହ୍ମପୁର:ପଡ଼ୋଶୀ ରାଜ୍ୟଗୁଡ଼ିକରେ ଥିବା ଓଡ଼ିଆ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ତଥା ଉତ୍କଳ ସମ୍ମିଳନୀ ତରଫରୁ ମାଗଣାରେ ପାଠ୍ୟ ପୁସ୍ତକ ପ୍ରଦାନ କରିଥାନ୍ତି । ଏହି କ୍ରମରେ ଆନ୍ଧ୍ରପ୍ରଦେଶ ସ୍ଥିତ ଶ୍ରୀକାକୁଲମ, ବିଜୟା ନଗର ଓ ବିଶାଖାପାଟଣା ଶିକ୍ଷା ଜିଲାର ୩୧ ଗୋଟି…

ମୁମ୍ବାଇ ଆକ୍ରମଣରେ ସଂପୃକ୍ତ ସାଜିଦ ମାଜିଦକୁ ପାକିସ୍ତାନ କୋର୍ଟର ଜେଲ ଦଣ୍ଡାଦେଶ

ଭୁବନେଶ୍ୱର: ମୁମ୍ବାଇ ଆକ୍ରମଣରେ ସଂପୃକ୍ତ ଜଣେ ଆତଙ୍କବାଦୀକୁ ପାକିସ୍ତାନ କୋର୍ଟରୁ ମିଳିଛି ଦଣ୍ଡାଦେଶ । ୨୦୦୮ ମସିହା ତାଜ ହୋଟେଲ ଆକ୍ରମଣରେ ସାମିଲ ଥିବା ସାଜିଦ ମାଜିଦ ମୀରକୁ ଗତ ମେ ମାସରେ ଗୁଜରନୱାଲା କୋର୍ଟ ମୀରକୁ ୧୫ ବର୍ଷ ଜେଲ ଦଣ୍ଡ ଶୁଣାଇଛନ୍ତି । ମୀର, ମୁମ୍ବାଇ ଆକ୍ରମଣରେ…

[ଦେଖନ୍ତୁ ଭିଡିଓ] ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ । ସୁୁରକ୍ଷା ଉପରେ ଗୁରୁତ୍ୱ

 ପୁରୀ : ଆସନ୍ତାକାଲି ପବିତ୍ର ନବଯୌବନ ଦର୍ଶନ। ୧୫ଦିନର ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ଟିକେଟ ଦର୍ଶନ ପରେ ୯ ଟାରୁ ୧୦.୩୦ ପର୍ଯ୍ୟନ୍ତ ହେବ ସର୍ବସାଧାରଣ ଦର୍ଶନ। ଏହାଛଡା ରାତି ସାଢେ ବାରଟା ପର୍ଯ୍ୟନ୍ତ ବିଭିନ୍ନ ସମୟରେ ସର୍ବସାଧାରଣ ଦର୍ଶନ ପାଇଁ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ମହାରାଷ୍ଟ୍ରରେ କ୍ଷମତା ସଂକଟ ଏବେ ଭିନ୍ନ ମୋଡ ନେବାକୁ ଯାଉଛି । ସରକାର ଗଠନ ନେଇ ଚର୍ଚ୍ଚା ଆରମ୍ଭ । ଦିଲ୍ଲୀ ଗସ୍ତରେ ଫଡନଭିସ୍, ଶାହାଙ୍କୁ ଭେଟି ପ୍ରସ୍ତୁତ କରିପାରନ୍ତି ରଣନୀତି ! ସେପଟେ  ସଂଜୟ ରାୱତଙ୍କ ପାଇଁ ବଢିଲା ଅଡୁଆ, ହାଜର ହେବାକୁ ଦ୍ୱିତୀୟ ନୋଟିସ ପଠାଇଲା ପ୍ରବର୍ତ୍ତନ…

ଅଯଥା ଖର୍ଚ୍ଚ ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ତାଗିଦ୍ କଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର: ସ୍ମାର୍ଟ କ୍ଲାସରୁମ ଆଳରେ ଅଯଥା ଅର୍ଥ ଖର୍ଚ୍ଚ କରିବାକୁ ଉଦ୍ୟତ ହେଉଛି ଉତ୍କଳ ବିଶ୍ୱବିଦ୍ୟାଳୟ । ଏ ସକାଶେ ଉଚ୍ଚଶିକ୍ଷା ବିଭାଗ ବିଶ୍ୱବିଦ୍ୟାଳୟକୁ ତାଗିଦ୍ କରିଛି । ବିଭାଗର ଅତିରିକ୍ତ ସଚିବ ଉତ୍କଳ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାରଙ୍କୁ ଚିଠି ଲେଖି ଏହା ଜଣାଇଛନ୍ତି ।…

ବଡମ୍ବା ରେଞ୍ଜର ଗୋଟିଏ ସେକ୍ସନରୁ ସବୁ ହାତୀ କଙ୍କାଳ ମିଳିଛି, ୨ ଫରେଷ୍ଟର ଫେରାର : ପିସିସିଏଫ୍‌

ଭୁବନେଶ୍ବର: ଆଠଗଡ ବନଖଣ୍ଡର ନରସିଂହପୁର ଅଂଚଳରୁ ୫ ହାତୀ କଙ୍କାଳ ମିଳିବା ପରେ ଚାଲିଛି ତନାଘନା । ଘଟଣାରେ ୨ ଜଣ ଫରେଷ୍ଟର ଫେରାର ଥିବା କହିଛନ୍ତି ପ୍ରଧାନମୁଖ୍ୟ ବନ୍ୟପ୍ରାଣୀ ତତ୍ୱାବଧାରକ ବା ପିସିସିଏଫ ଶଶୀ ପଲ୍ । କାଲି ଉଚ୍ଚସ୍ତରୀୟ ତଦନ୍ତ କମିଟି ଉପସ୍ଥିତିରେ ଆଉ ଗୋଟିଏ କଙ୍କାଳ…

ରିଲିଆନ୍ସ ଜିଓ ବୋର୍ଡରୁ ମୁକେଶ ଅମ୍ବାନୀଙ୍କ ଇସ୍ତଫା, ଜାଣନ୍ତୁ କାରଣ…

ମୁମ୍ବାଇ: ଇସ୍ତଫା ଦେଲେ ମୁକେଶ ଅମ୍ବାନୀ । ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍, ରିଲାଏନ୍ସ ଜିଓ ଇନଫୋକମ୍ ଲିମିଟେଡର ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି ମୁକେଶ ଅମ୍ବାନୀ । ଏବେ ବୋର୍ଡର ଅଣ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ଭାବେ ମୁକେଶ ଅମ୍ବାନୀଙ୍କ ପୁଅ ଆକାଶ ଅମ୍ବାନୀଙ୍କୁ…