Latest Odisha News

ଭୁବନେଶ୍ୱର ଟ୍ରାଫିକ ସମସ୍ୟାର ହେବ ସମାଧାନ, ୧୫ ଦିନରେ ଆସିବ ନୂଆ ନିୟମ !

ଭୁବନେଶ୍ୱର: ଖୁବଶୀଘ୍ର ଭୁବନେଶ୍ୱର ଟ୍ରାଫିକ ସମସ୍ୟାର ହେବ ସମାଧାନ। ପୃଥ୍ୱୀରାଜ ହରିଚନ୍ଦନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକରେ ନିଆଯାଇଛି ଏପରି ନିଷ୍ପତ୍ତି। ବିଭିନ୍ନ ପ୍ରକଳ୍ପ ଓ ସଂସ୍କାର ପାଇଁ ୫ ବଡ଼ ନିଷ୍ପତ୍ତି ନିଆଯାଇଛି। ୧୫ ଦିନରେ ନୂଆ ନିୟମ ଆସିବ। ଏହି ୫ଟି ନିଷ୍ପତ୍ତିଗୁଡିକ ହେଲା-…

ଫାରୁକ ଅବଦୁଲ୍ଲାଙ୍କୁ ହତ୍ୟା କରିବାକୁ ଉଦ୍ୟମ, ସୁରକ୍ଷା ଉପରେ ପ୍ରଶ୍ନ ଉଠାଇଲେ ଓମର ଅବଦୁଲ୍ଲା

ଶ୍ରୀନଗର: ଜମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ନ୍ୟାସନାଲ କନଫରେନ୍ସ (ଏନସି)ର ପ୍ରତିଷ୍ଠାତା ଫାରୁକ ଅବଦୁଲ୍ଲାଙ୍କୁ ଗୁଳି କରିବାକୁ ଚେଷ୍ଟା କରାଯାଇଥିଲା। ବୁଧବାର, ମାର୍ଚ୍ଚ ୧୧ ତାରିଖରେ ଫାରୁକ ଅବଦୁଲ୍ଲା ଏବଂ ଜମ୍ମୁ କାଶ୍ମୀରର ଉପମୁଖ୍ୟମନ୍ତ୍ରୀ ସୁରିନ୍ଦର ଚୌଧୁରୀ ଯୋଗ…

ମଧ୍ୟପ୍ରାଚ୍ୟକୁ ୫୮ଟି ବିମାନ ଚଳାଚଳ କରିବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ: ନୂଆଦିଲ୍ଲୀ: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଆଜି ୧୩ତମ ଦିନରେ ପହଞ୍ଚିଛି। ଏହି ସଂଘର୍ଷ ଯୋଗୁଁ ପଶ୍ଚିମ ଏସିଆର ପରିସ୍ଥିତି ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଏବଂ ଅସ୍ଥିର ହୋଇପଡ଼ିଛି। ହଜାର ହଜାର ଭାରତୀୟ ପଶ୍ଚିମ ଏସୀୟ ଦେଶଗୁଡ଼ିକରେ ଫସି ରହିଛନ୍ତି।…

ରାଷ୍ଟ୍ରପତିଙ୍କୁ ଅସମ୍ମାନ ପ୍ରସଙ୍ଗ: ମମତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପଶ୍ଚିମବଙ୍ଗ ଗସ୍ତ ବେଳେ ଅସମ୍ମାନ ଓ ପ୍ରୋଟୋକଲ ଉଲ୍ଲଂଘନ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଚିଠି ଲେଖିଛନ୍ତି।…

ପୋଲିସକୁ ବଡ଼ ସଫଳତା: ଚାଲାଣ ବେଳେ ୬୩୧ଟି କଇଁଛ ଜବତ, ୭ ବ୍ୟବସାୟୀ ଗିରଫ

ମାଲକାନଗିରି: ମାଲକାନଗିରି ବନ ବିଭାଗ ଅନ୍ତର୍ଗତ ମୋଟୁ ରେଞ୍ଜର କର୍ମଚାରୀମାନେ ଏକ ସ୍ୱତନ୍ତ୍ର ଅଭିଯାନ ସମୟରେ ଓଡ଼ିଶା-ଆନ୍ଧ୍ର ପ୍ରଦେଶ ସୀମା ନିକଟରୁ ୬୩୧ଟି କଇଁଛ ଜବତ କରିଛନ୍ତି। ଯାହାଙ୍କର ଓଜନ ପ୍ରାୟ ୨.୨ ଟନ୍ ରହିଛି। ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ କଇଁଛ ଚୋରା…

Town Hall Event: ଓଡ଼ିଶା ରାଜନୀତି ଓ ଅର୍ଥନୀତିରେ ‘ବିକଳ୍ପ’ର ସନ୍ଧାନ: ଭୁବନେଶ୍ୱରରେ ଅନୁଷ୍ଠିତ ହେଲା ‘ଟାଉନ ହଲ୍’

ଭୁବନେଶ୍ୱର: ଓଡ଼ିଶାର ବଦଳୁଥିବା ରାଜନୈତିକ ଏବଂ ଅର୍ଥନୈତିକ ପରିଦୃଶ୍ୟ ମଧ୍ୟରେ ବୁଧବାର ଭୁବନେଶ୍ୱରଠାରେ ‘ଓଡ଼ିଶା ବାଇଟ୍ସ’ (Odisha Bytes) ପକ୍ଷରୁ ‘ଟାଉନ ହଲ୍: ଦ ପବ୍ଲିକ ଡିସକୋର୍ସ’ର ପ୍ରଥମ ସଂସ୍କରଣ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ -…

Joins BJP: ‘ବିଜେଡିର ଉତ୍ତରାଧିକାରୀ ଯୋଜନା ନାହିଁ,ସୁଶାସନ ଦେଇ ପାରିବନି’;ପଦ୍ମ ଧରିବା ପରେ…

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ଦେଇଥିବା ରବୀନ୍ଦ୍ର ଜେନା ଆଜି ଭାଜପାରେ ମିଶିଛନ୍ତି । ଶହ ଶହ ସମର୍ଥକଙ୍କ ସହ ବିଜେପିରେ ମିଶିଲେ ବାଲେଶ୍ୱରର ଟାଣୁଆ ନେତା ରବୀନ୍ଦ୍ର ଜେନା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱ ଓ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ବିକାଶମୂଳକ କାର୍ଯ୍ୟରେ…

Middle East Crisis: ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ; ଯୋଗାଯୋଗ…

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ସମ୍ପ୍ରତି ଚାଲିଥିବା ଯୁଦ୍ଧ ପରିସ୍ଥିତି ଯୋଗୁଁ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ଉପରେ ଗୁରୁତ୍ୱ ଆରୋପ କରି ମୁଖ୍ୟମନ୍ତ୍ରୀ ମାଝୀ ଏହି ଘଟଣା…

LPG cylinders: “ଭୟ କରିବାର ଆବଶ୍ୟକତା ନାହିଁ,” LPG ଉପରେ ସରକାରଙ୍କ ବଡ଼ ସୂଚନା; ଜନସାଧାରଣଙ୍କୁ…

ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହୋର୍ମୁଜ୍ ପ୍ରଣାଳୀକୁ(Strait of Hormuz) ନେଇ ଚିନ୍ତା ମଧ୍ୟରେ, ଭାରତ ସରକାର ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କରିଛନ୍ତି। ସରକାର କହିଛନ୍ତି ଯେ ଦେଶର ଶକ୍ତି ଯୋଗାଣ ବର୍ତ୍ତମାନ ସୁରକ୍ଷିତ। ପେଟ୍ରୋଲିୟମ୍ ଏବଂ ପ୍ରାକୃତିକ ଗ୍ୟାସ୍…

Lok Adalat: ମାର୍ଚ୍ଚ ୧୪ରେ ଟିପିଏସ୍ଓଡିଏଲ୍ ଉପଭୋକ୍ତାଙ୍କ ନିମନ୍ତେ ଲୋକ ଅଦାଲତ

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) ପକ୍ଷରୁ ଆସନ୍ତା ୧୪ ତାରିଖରେ ଚତୁର୍ଥ ଜାତୀୟ ଲୋକ ଅଦାଲତ ଓ ପ୍ରବର୍ତ୍ତନ ସମାଧାନ ଶିବିର ଅନୁଷ୍ଠିତ ହେବ । ଉପଭୋକ୍ତାଙ୍କ ଦ୍ୱାରା ଅନଧିକୃତ ବିଦ୍ୟୁତ ବ୍ୟବହାର ତଥା ବିଦ୍ୟୁତ ଚୋରି ସମ୍ୱନ୍ଧୀୟ ମାମଲାର…