Latest Odisha News

BREAKING NEWS

ରାମ ଗୋପାଳ ବର୍ମା ଯିବେ ଜେଲ?

ଲକ୍ଷ୍ନୈା:  ,ରାଷ୍ଟ୍ରପତି ପ୍ରାର୍ଥୀ  ଦ୍ରୈାପଦୀ ମୁର୍ମୁଙ୍କୁ ନେଇ ବିବାଦୀୟ ଟୁଇଟ କରିଥିବା ଚଳଚ୍ଚିତ୍ର ନିର୍ଦେଶକ ରାମ ଗୋପାଳ ବର୍ମାଙ୍କୁ ୟୁପି ପୋଲିସ ଗିରଫ କରିପାରେ । ତାଙ୍କ ନାମରେ ମାମଲା ଦାଖଲ ହୋଇଛି ।  ପାଣ୍ଡବ, ଏବଂ କୈାରବଙ୍କ ସହ ମୁର୍ମୁଙ୍କୁ ଜୋଡି  ବିବାଦୀୟ ଟୁଇଟ୍‌…

କାହିଁକି ଗିରଫ ହେଲେ ଅଲଟ ନ୍ୟୁଜର ସହ ପ୍ରତିଷ୍ଠାତା ଜୁବେର ?

ନୂଆଦିଲ୍ଲୀ: ଅଲଟନ୍ୟୁଜର ସହ-ପ୍ରତିଷ୍ଠାତା ମହମ୍ମଦ ଜୁବୈରଙ୍କୁ ଦିଲ୍ଲୀ ପୁଲିସ ଗିରଫ କରିଛି । ଜୁବେର ଅନେକ ସମୟରେ ଧାର୍ମିକ ଭାବାବେଗକୁ ଆଘାତ ଦେବା ଭଳି ପୋଷ୍ଟ ସୋସିଆଲ ମିଡିଆରେ କରୁଥିବାରୁ ତାଙ୍କୁ ପୋଲିସ ଗିରଫ କରିଥିବା କହିଛି । ବିଶେଷ କରି ଦୁଇ ସଂପ୍ରଦାୟ ଭିତରେ  ଦଙ୍ଗା ଉସୁକାଇବା…

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିରରେ ବନକଲାଗି, ବୁଧବାର ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ : ଅନବସରର ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଖଡି ପ୍ରସାଦ ବିଜେ ସହ ବନକଲାଗି ନୀତି ଆରମ୍ଭ ହୋଇଛି । ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବାୟତମାନେ ରୂପା ଥାଳିରେ ଆଣି ଗଜପତିଙ୍କୁ ଅର୍ପଣ କରିଛନ୍ତି । ଏହା ସହ ଦତ୍ତ ମହାପାତ୍ର ସେବାୟତମାନେ…

ଓଡିଶା ମୁହାଁଇବେ କର୍ପୋରେଟ କମ୍ପାନୀ: ମଧ୍ୟପ୍ରାଚ୍ୟର ନିବେଶକଙ୍କ ସହ ସିଧାସଳଖ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ…

ଆବୁଧାବି: ଦୁବାଇରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଟିମ୍ ଓଡ଼ିଶା। ଆଗାମୀ ୨୯ ରେ ଆୟୋଜନ ହେବ ମେକ ଇନ ଓଡ଼ିଶା କନକ୍ଲେଭ  । ମଧ୍ୟପ୍ରାଚ୍ୟର ନିବେଶକଙ୍କ ସହ ସିଧାସଳଖ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଖାଦ୍ୟ ପ୍ରକ୍ରିୟାକରଣରୁ ନେଇ ଡାଉନଷ୍ଟ୍ରିମ ଇଣ୍ଡଷ୍ଟ୍ରିରେ ବ୍ୟାପକ…

ରଥଯାତ୍ରା ପାଇଁ ପୁରୀକୁ ECORର ୨୦୫ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର : ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳର ବ୍ୟବସ୍ଥା । ରଥଯାତ୍ରା ଅବଧି ମଧ୍ୟରେ ପୁରୀକୁ ଓ ପୁରୀରୁ ୨୦୫ଟି ସ୍ୱତନ୍ତ୍ର ଟ୍ରେନ୍ ଚାଲିବ ।  ଯାତ୍ରୀମାନଙ୍କ ସୁବିଧା ପାଇଁ ଗଡ଼ିବ ଉଭୟ ସଂରକ୍ଷିତ ଓ ଅଣସଂରକ୍ଷିତ ଟ୍ରେନ୍ । ଶାଲିମାର, ଜଗଦଲପୁର,…

ଦେଶର ଶ୍ରେଷ୍ଠ ୨୦ ମେଡିକାଲ୍ କଲେଜ ମଧ୍ୟରେ ସ୍ଥାନ ପାଇଲା ଭୁବନେଶ୍ୱର AIIMS

ଭୁବନେଶ୍ୱର: ସ୍ଥାପନା ହେବାର ପ୍ରଥମ ଦଶନ୍ଧି ମଧ୍ୟରେ ପାଇଥିବା ସଫଳତାରେ ଆଉ ଏକ ଅଧ୍ୟାୟ ଯୋଡ଼ିଛି ଏମ୍ସ (AIIMS) ଭୁବନେଶ୍ୱର । ଦେଶର ସର୍ବୋତ୍ତମ ୨୦ ଶ୍ରେଷ୍ଠ ମେଡିକାଲ୍ କଲେଜ ମଧ୍ୟରେ ସ୍ଥାନ ପାଇଛି ଏହି ମର୍ଯ୍ୟାଦାଜନକ ସ୍ୱାସ୍ଥ୍ୟସେବା ପ୍ରତିଷ୍ଠାନ । ଇଣ୍ଡିଆ ଟୁଡେ ସର୍ଭେ- ୨୦୨୨…

ମେଡିକାଲରୁ ମୃତଦେହକୁ ହାତରେ ବୋହି ବୋହି ନେଲେ ସମ୍ପର୍କୀୟ

କୋରାପୁଟ: କୋରାପୁଟରେ ଦାନ ମାଝୀ ରିପିଟ୍ । କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକରେ ଦାନ ମାଝୀ ଘଟଣାର ପୁନରାବୃତ୍ତି ହୋଇଛି । ମେଡିକାଲରୁ ହାତରେ ଧରି ମୃତଦେହକୁ ନେଇଛନ୍ତି ସମ୍ପର୍କୀୟ । ପତେଣ୍ଡା ଗାଁର ୭୦ ବର୍ଷୀୟ  ବୁଦୁ ମାଝୀ ହଠାତ୍ ଅସୁସ୍ଥ ହେଇ ପଡ଼ିବାରୁ ଆଶା କିରଣ ମେଡିକାଲକୁ…

[ଦେଖନ୍ତୁ ଭିଡିଓ] ଆପୋଲୋ କ୍ୟାନସର ସେଣ୍ଟର ସହାୟତାରେ ପର୍ବତାରୋହଣରେ ସଫଳ ହେଲେ ୮ କ୍ୟାନସର ସର୍ଭାଇଭର

ଭୁବନେଶ୍ୱର: ଜୀବନର ଅନ୍ତ ନୁହେଁ କର୍କଟ । ଏ କଥାକୁ ପ୍ରମାଣିତ କରିଛନ୍ତି ପ୍ରିୟା । କ୍ୟାନସର ଆକ୍ରାନ୍ତ ସତ୍ତ୍ୱେ ପ୍ରିୟା ୧୧ ହଜାର ୮୩୦ ଫୁଟ୍ ଉଚ୍ଚ ପର୍ବତ ଚଢ଼ିଛନ୍ତି । ଆପୋଲୋ କ୍ୟାନସର ସେଣ୍ଟର ସହାୟତାରେ ପର୍ବତାରୋହଣରେ ସଫଳ ହୋଇଛନ୍ତି ପ୍ରିୟାଙ୍କ ଭଳି ୮ ଜଣ କ୍ୟାନସର ସର୍ଭାଇଭର ।…

ମୋର୍ଗାନ ଛାଡିବେ ଇଂଲଣ୍ଡ ଅଧିନାୟକ ପଦ

ଲଣ୍ଡନ: ଇଅନ ମୋର୍ଗାନ ଇଂଲଣ୍ଡର ଦିନିକିଆ ଏବଂ ଟି୨୦ କ୍ରିକେଟ ଦଳର ଅଧିନାୟକ ପଦ ଛାଡିବା ପାଇଁ ବିଚାର କରୁଛନ୍ତି । ଖରାବ ଫର୍ମ ଏବଂ ଫିଟନେସ ଯୋଗୁ ସେ ଏ ସମ୍ପର୍କରେ ଖୁବ ଶୀଘ୍ର ବିଧିବଦ୍ଧ ଭାବେ ଘୋଷଣା କରିପାରନ୍ତି । ଏପରିକି ସେ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ସମ୍ପର୍କରେ ମଧ୍ୟ ନିଷ୍ପତି…

ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଲା ମାଲାୟଲମ ଅଭିନେତା ପ୍ରସାଦଙ୍କ ମୃତଦେହ

ଚେନ୍ନାଇ: ମାଲାୟଲମ ଫିଲ୍ମ ଦୁନିଆରେ ଲୋକପ୍ରିୟ କଳାକାର ଏନଡି ପ୍ରସାଦଙ୍କ ମୃତ ଦେହ କୋଚିରେ ଥିବା ତାଙ୍କ ବାସଭବନରେ ଏକ ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଛି । ପିଲାମାନେ ଏହା ଦେଖିବା ପରେ ପୋଲିସଙ୍କୁ ଖବର ଦେଇଥିଲେ । ପୋଲିସ ଆସି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା । ପ୍ରସାଦ ଅନେକଗୁଡିଏ…