Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋପଙ୍କୁ ଦେଲେ ପଟ୍ଟଚିତ୍ର ପେଣ୍ଟିଂ ଉପହାର 

ଦିଲ୍ଲୀ  : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋପଙ୍କୁ ଦେଲେ ପଟ୍ଟଚିତ୍ର ପେଣ୍ଟିଂ ଉପହାର  ।  ଓଡିଶା ଓ ଓଡ଼ିଶାବାସୀଙ୍କ ତରଫରୁ ଦେଲେ ଉପହାର  ।    ପଟ୍ଟଚିତ୍ରର ବାର୍ତ୍ତା ରହିଛି- ଏକା ନୁହେଁ ଆମେ ଏକାଠି। ପବିତ୍ର ବୃକ୍ଷ ସହ ରହିଛି ଜୀବନ ବୃକ୍ଷର ସାମଞ୍ଜସ୍ୟ । ସମସ୍ତଙ୍କ ସହ ସମସ୍ତଙ୍କ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧. ଏନଡ଼ିଏର ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ଶ୍ରୀମତି ଦୌପଦୀ ମୁର୍ମୁଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଏବଂ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି l ବହୁ ବ୍ୟକ୍ତି ଶ୍ରୀମତି ମୁର୍ମୁଂକୁ ସାକ୍ଷାତ୍ କରୁଛନ୍ତି l ଅନ୍ୟପଟେ ରାଇରଂଗପୁରରେ ଆଜି ସକାଳୁ ବିଭିନ୍ନ ମନ୍ଦିର ଯାଇ ପୂଜାର୍ଚ୍ଚନା…

ଆଇଆରବି ପାଇଁ ୬୬୩ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର : ଚାକିରୀ ଆଶାୟୀଙ୍କ ପାଇଁ ଖୁସି ଖବର। ରାଜ୍ୟରେ ଥିବା ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି। ଏହି ନିଷ୍ପତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି। ଏହି ନୂତନ ପଦବୀଗୁଡ଼ିକ…

NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ବିଧାୟକମାନଙ୍କୁ ନବୀନଙ୍କ ଅପିଲ

 ଭୁବନେଶ୍ୱର :  ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ନବୀନଙ୍କ ସମର୍ଥନ । ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ସବୁ ବିଧାୟକମାନଙ୍କୁ ନବୀନ କଲେ ଅପିଲ । ଟୁଇଟ୍ ଜରିଆରେ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକମାନଙ୍କୁ…

ଦ୍ରୌପଦି ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ସବୁ ବିଧାୟକଙ୍କୁ ଆହ୍ୱାନ କଲେ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସଭାପତି ରାଷ୍ଟ୍ରପତି ନିର୍ବାଚନ ପାଇଁ ଦ୍ରୌପଦି ମୁର୍ମୁଙ୍କୁ ସମର୍ଥନ ଘୋଷଣା କରିଛନ୍ତି । ନବୀନ ଏନେଇ ବୁଧବାର ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ନବୀନ ତାଙ୍କ ଟ୍ୱିଟରେ ଓଡ଼ିଶା ବିଧାନସଭାର ସମସ୍ତ ବିଧାୟକଙ୍କୁ ଦ୍ରୌପଦିଙ୍କୁ ସମର୍ଥନ…

[ଦେଖନ୍ତୁ ଭିଡିଓ] ଟେଲି ଅଭିନେତ୍ରୀଙ୍କ ମୃତ୍ୟୁ ରହସ୍ୟରୁ କେବେ ଉଠିବ ପରଦା ?

ଭୁବନେଶ୍ୱର: ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା ମାମଲା । ଦିନକୁ ଦିନ ରହସ୍ୟମୟ ହୋଇପଡ଼ୁଛି ମୃତ୍ୟୁ ମାମଲା । ଖାସ୍ କରି ପୁରୁଷ ବନ୍ଧୁ ସନ୍ତୋଷକୁ ନେଇ ବଢୁଛି ସନ୍ଦେହ । ଅଭିନେତ୍ରୀଙ୍କ ମୃତ୍ୟୁକୁ କେହି ସହଜରେ ଗ୍ରହଣ କରିପାରୁନଥିବାବେଳେ ସନ୍ତୋଷ ଚୁପ୍ ରହିବା ନେଇ ବଢୁଛି ସସପେନ୍ସ…

ନେଶନାଲ ହେରାଲ୍ଡ ମାମଲା: ଇଡିକୁ ପୁଣି ସମୟ ମାଗିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ନେଶନାଲ ହେରାଲ୍ଡ ମାମଲାରେ ଜେରା ପାଇଁ ଇଡି ନିକଟରେ ହାଜର ହେବାକୁ ଅଧିକ ସମୟ ମାଗିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ବରିଷ୍ଠ କଂଗ୍ରେସ ନେତା ତଥା ଏଆଇସିସି ବାର୍ତା ମୁଖ୍ୟ ଜୟରାମ ରମେଶ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । कांग्रेस अध्यक्ष श्रीमती सोनिया…

ଫୁଡ଼ କଂଟେନରରୁ ବିପୁଳ ଗଞ୍ଜେଇ ଜବତ, ଦୁଇ ଗିରଫ

ଭୁବନେଶ୍ୱର : ଏକ ଫୁଡ଼ କଣ୍ଟେନରରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ଦୁଇ ଗିରଫ। ପୁଲିସକୁ ଚକମା ଦେବାକୁ ଅପରାଧୀମାନେ ଭିନ୍ନ କୌଶଳ ଆପଣାଉଥିବା ଦେଖିବାକୁ ମଳିଛି। ଏକ କଣ୍ଟେନରରର ୪ ଭାଗରୁ ଏକ ଭାଗ ସିକ୍ରେଟ ଚାମ୍ବରରେ ୨୦ ବସ୍ତା ଗଞ୍ଜେଇ ଚାଲାଣ ହେଉଥିବା ନେଇ କୌଣସି ସୂତ୍ରରୁ ସୂଚନା ପାଇଥିଲା…

ପ୍ରିନ୍ସିପାଲଙ୍କୁ ଚାପୁଡ଼ା ମାରିଲେ ବିଧାୟକ

ବେଙ୍ଗାଲୁରୁ: କର୍ଣ୍ଣାଟକର ଜେଡିଏସ ବିଧାୟକ ଏମ. ଶ୍ରୀନିବାସ କଲେଜ ପ୍ରିନ୍ସିପାଲଙ୍କୁ ଚାପୁଡ଼ା ମାରିବା ଭିଡିଓ ଭାଇରାଲ ହୋଇଯାଇଛି । ଭିଡିଓରେ ଦେଖାଯାଉଛି ଯେ, ବିତ୍ତ୍ୱଧାୟକ ଜଣକ ଆଇଟିଆଇ କଲେଜ ବୁଲିବାକୁ ଯାଇଥିଲେ । ସେଠାରେ କମ୍ପ୍ୟୁଟର ଲ୍ୟାବ୍ ବିଷୟରେ ପ୍ରିନ୍ସିପାଲଙ୍କୁ କିଛି ପ୍ରଶ୍ନ…

ଭାଟିକାନ ସିଟିରେ ପୋପ ଫ୍ରାନସିସଙ୍କୁ ଭେଟିଲେ ନବୀନ

ରୋମ: ଭାଟିକାନ ସିଟିରେ ପୋପଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପଙ୍କୁ ଭେଟିଛନ୍ତି । ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ସାକ୍ଷାତ କରିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି 5T ସଚିବ ଭି.କେ ପାଣ୍ଡିଆନ ।  ରୋମ୍ ସହିତ…