Latest Odisha News

BREAKING NEWS

କେଉଁ ମାମଲାରେ ସଞ୍ଜୟ ରାଉତଙ୍କୁ ଅଟକ ରଖିଲା ଇଡି? କ’ଣ ଏହି ଦୁର୍ନୀତି?

ମୁମ୍ବାଇ: ଶିବସେନା ନେତା ସଞ୍ଜୟ ରାଉତ 'ପାତ୍ରା ଚାଲ୍' ଦୁର୍ନୀତିକୁ ବଡ ଅଡୁଆରେ ଏବେ ପଡିଛନ୍ତି। ରବିବାର ସକାଳୁ ସକାଳୁ ଇଡି ଆସି ତାଙ୍କ ଦୁଆର ମୁହଁରେ ପହଞ୍ଚିବା ପରେ ସାରା ଦେଶର ନଜର ରହିଛି ଶିବସେନାର ଏହି କଥାକୁହା ନେତାଙ୍କ ଉପରେ। ସକାଳ ୭ଟା ୩୦ରୁ ଇଡି ସଞ୍ଜୟ ରାଉତଙ୍କୁ ଜେରା…

ମହିଳା କ୍ରିକେଟ: ପାକିସ୍ତାନ ବିପକ୍ଷରେ ଭାରତର ବୃହତ ବିଜୟ, ସ୍ମୃତିଙ୍କ ବିସ୍ଫୋରକ ଅର୍ଦ୍ଧଶତକ

ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡା ମହିଳା କ୍ରିକେଟରେ ଭାରତ ଚମତ୍କାର ପ୍ରଦର୍ଶନ କରି ପାକିସ୍ତାନକୁ ୮ ୱିକେଟରେ ପରାସ୍ତ କରିଛି । ସ୍ମୃତି ମାନ୍ଧାନା ୪୨ ବଲରେ ୬୨ ରନର ଇନିଂସ ଖେଳିଥିଲେ । ଟସ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ କରିବା ପାଇଁ ନିଷ୍ପତି ନେବା ସେମାନଙ୍କ ପାଇଁ ମହଙ୍ଗା…

[ଦେଖନ୍ତୁ ଭିଡିଓ] ନୂଆ ରୂପ ପାଇବ ଶ୍ରୀକ୍ଷେତ୍ରର ପଞ୍ଚତୀର୍ଥ ପୁଷ୍କରିଣୀ

ପୁରୀ: ଶ୍ରୀକ୍ଷେତ୍ର ପଞ୍ଚତୀର୍ଥ ପୁଷ୍କରିଣୀର ହେବ ପୁନରୁଦ୍ଧାର । ନରେନ୍ଦ୍ର, ଶ୍ୱେତଗଙ୍ଗା, ଇନ୍ଦ୍ରଦ୍ୟୁମ୍ନ ଓ ମାର୍କଣ୍ଡ ପୁଷ୍କରିଣୀ ନେବ ନୂଆ ରୂପ । ଏଥିପାଇଁ ଅଭଡ଼ା ଯୋଜନାରେ ୬୬ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଝଲସିବ ଶ୍ରୀକ୍ଷେତ୍ରର ତୀର୍ଥ ପୁଷ୍କରିଣୀର ପବିତ୍ର ଜଳରାଶି । ଇତିହାସ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତକୁ ପଞ୍ଚମ ପଦକ ମିଳିଛି । ମୀରାବାଇ ଚାନୁଙ୍କ ପରେ ଜେରେମି ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଭାରତ୍ତୋଳକ ଜେରେମି ଲାଲରିନୁଙ୍ଗା ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ୭୬ କେଜି ପୁରଷ ବର୍ଗରେ ସେ ଏହି ପଦକ ଜିତିଛନ୍ତି । ସ୍ନାଚ କ୍ୟାଟେଗୋରୀରେ ସେ ୧୪୦ କେଜି ଓଜନ…

ଜିମ୍ବାୱେ ଗସ୍ତରୁ ଓହରିଲେ କୋହଲି, ଧାୱନ ହେବେ ଅଧିନାୟକ

ମୁମ୍ବାଇ: ଆଗାମୀ ଜିମ୍ବାୱେ ଗସ୍ତରୁ ଓହରି ଯାଇଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି । ଏହି ଗସ୍ତ ପାଇଁ ଶିଖର ଧାୱନଙ୍କୁ ପୁନର୍ବାର ଅଧିନାୟକ ନିଯୁକ୍ତ କରାଯାଇଛି । ସେହିପରି ଆଇପିଏଲରେ ଜବରଦସ୍ତ ପ୍ରଦର୍ଶନ କରିଥିବା ରାହୁଲ ତ୍ରିପାଠୀଙ୍କୁ ଏହି ଗସ୍ତରେ ସୁଯୋଗ…

ଛତ୍ରପୁରରେ ଲହଡ଼ି ମାଡ଼ରେ ଭାଙ୍ଗିଗଲା ୬ ଘର

ବ୍ରହ୍ମପୁର: ସମୁଦ୍ରରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ପୋଡ଼ମପେଟା ଗାଁ ମିଶୁଥିବା ବେଳେ ଆଜି ପୁଣିଥରେ ସମୁଦ୍ରର ଉଚ୍ଚ ଲହଡିରେ ୬ରୁ ଉର୍ଦ୍ଧ୍ୱ ଘର ଧୋଇ ହେଇଯାଇଛି । ସମ୍ପୂର୍ଣ୍ଣ ଘର ଗୁଡିକ ଭୁଶୁଡ଼ି ପଡିଥିବା ବେଳେ ଆଉ ମାତ୍ର ଗୋଟିଏ ସାହି କୂଳ ଲଙ୍ଘିବା ପାଇଁ ବାକି ଅଛି । ଗ୍ରାମର…

ରାଜ୍ୟଗୋଷ୍ଠୀ କ୍ରୀଡା: ଭାରତ ପାଇଁ ୨ୟ ସ୍ୱର୍ଣ୍ଣ ଜିତିଲେ ଜେରେମୀ

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତର ୱେଟଲିଫ୍ଟରମାନେ ଚମତ୍କାର ପ୍ରଦର୍ଶନ ଜାରୀ ରଖିଛନ୍ତି । ପୁରୁଷ ୬୭ କିଗ୍ରା ବିଭାଗରେ ଜେରେମୀ ଲାଲରିନୁଙ୍ଗା ଭାରତ ପାଇଁ ଦ୍ୱିତୀୟ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ପ୍ରତିଯୋଗିତା ଅବସରରେ ସେ ଆଘାତପ୍ରାପ୍ତ ହୋଇଥିଲେ ମଧ୍ୟ ହାର ନ ମାନି ଦେଶ ପାଇଁ…

[ଦେଖନ୍ତୁ ଭିଡିଓ] ଘରୁ ୫୦ କୋଟି ପରେ ଅର୍ପିତାଙ୍କ ଆକାଉଣ୍ଟରୁ ଆଉ ୮ କୋଟି ଜବତ

କୋଲକାତା: ପାର୍ଥ ଚାଟାର୍ଜୀ ନା ଅର୍ପିତା ମୁଖାର୍ଜୀଙ୍କର । ଇଡି ରେଡ୍ ପରେ ମିଳିଥିବା ୫୦ କୋଟି କାହାର ? ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଟଙ୍କା ତାଙ୍କର ନୁହେଁ ବୋଲି କହିଛନ୍ତି । ସେ ଆହୁରି କହିଛନ୍ତି ସମୟ କହିବ କିଏ ତାଙ୍କ…

ଉତ୍ତମ ମହାନ୍ତିଙ୍କ ଦେହ ଖରାପ; ଘର ଆଗରେ ଭିଡ଼ ନକରିବାକୁ ମିଡିଆକୁ ଅନୁରୋଧ କଲେ ଅପରାଜିତା

ଭୁବନେଶ୍ୱର: ବାବୁସାନ-ପ୍ରକୃତି-ତୃପ୍ତି କଳିର ଟିକିନିକି ଖବର ଦେଖାଇବାକୁ ଓଡ଼ିଶାର ବିଭିନ୍ନ ଗଣମାଧ୍ୟମ ସଂସ୍ଥା ବାବୁସାନଙ୍କ ଘର ଆଗରେ ଦିନ ରାତି ଡେରା ପକାଇ ବସୁଛନ୍ତି । ବାଲୋକୀନ, ଘର ଅଗଣା, ଛାତ ଉପରେ ଆଦି ବାହାରୁ ଦେଖାଯାଉଥିବା କେଉଁ ବି କୋଣ ମିଡିଆ କ୍ୟାମେରାରୁ ବାଦ୍ ପଡୁନି ।…

ଥାନା ସମ୍ମୁଖରେ ମହିଳାଙ୍କ ଆତ୍ମହତ୍ୟା ଘଟଣାରେ ସ୍ୱାମୀ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲା ଗୋପାଳପୁର ଥାନା ସମ୍ମୁଖରେ ଶୁକ୍ରବାର ସନ୍ଧ୍ୟାରେ ଟିକିନା ଦାଶ ନାମକ ଜଣେ ମହିଳା କୀଟନାଶକ ପିଇ ଗୁରୁତର ହୋଇଥିଲେ । ପରେ ଚିକିତ୍ସାଧିନ ଅବସ୍ଥାରେ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ (ଏମକେସିଜି)ରେ ତାଙ୍କର ମୃତ୍ୟୁ…