Latest Odisha News

BREAKING NEWS

କ୍ୟାପିଟାଲ ହସ୍ପିଟାଲରେ ଭୁଲ ଇଞ୍ଜେକ୍ସନ ପାଇଁ ରୋଗୀ ମୃତ୍ୟୁ ଅଭିଯୋଗ

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ ଘଟଣାକୁ ଅତି ଗୁରୁତର ସହ ନେଇ ଅଧୀକ୍ଷକଙ୍କୁ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି କହିଛନ୍ତି । ପରିବାର ଲୋକଙ୍କ…

ଅଷ୍ଟ୍ରେଲିଆ ସମୁଦ୍ରକୂଳରେ ମିଳିଲା ରହସ୍ୟମୟ ଜୀବ

ସିଡନୀ: ଅଷ୍ଟ୍ରେଲିଆର ସିଡନୀ ସମୁଦ୍ରକୂଳରେ ଏକ ରହସ୍ୟମୟ ଜୀବର ମୃତ ଶରୀର ମିଳିଛି । ପ୍ରଥମେ ଏହା ପାଖକୁ ଯିବାକୁ ସମସ୍ତେ ଭୟ କରୁଥିଲେ । ତେବେ ଏହା ମୃତବୋଲି ଜଣାପଡିବା ପରେ ପାଖକୁ ଯାଇଥିଲେ । ରହସ୍ୟମୟ ଜୀବର ପିଠିରେ ସମୁଦ୍ରର ଅନେକ ଗୁଲ୍ମ ଓ ଲଟା ଲାଗିଥିଲା । ବୈଜ୍ଞାନିକମାନେ ମଧ୍ୟ…

ଭୁଲ ରିପୋର୍ଟ ପାଇଁ ଅଙ୍ଗ ହରାଇଲେ ରୋଗୀ । କ୍ୟାନ୍ସର ନଥାଇ ଅଙ୍ଗ କାଟିଦେଲେ

 ଢେଙ୍କାନାଳ : ଭୁଲ୍ ରିପୋର୍ଟ ପାଇଁ ଅଙ୍ଗ ହରାଇଲେ ରୋଗୀ ।  ଯେଉଁ ହସ୍ପିଟାଲକୁ ରାଜ୍ୟ ସରକାର ଏମ୍ସ ପ୍ଲସ ଭାବେ ଗଢି ତୋଳିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ସେହି ଏସସିବି ହସ୍ପିଟାଲରେ ଏପରି ଏକ ଘଟଣା ଘଟିଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ଅନନ୍ତପୁରର ପ୍ରଦୀପ୍ତା…

ବାହାଘରର ୬ ବର୍ଷ ପରେ ମାଆ ହେବେ ବିପାଶା ?

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଯୋଡି ବିପାଶା ବସୁ ଓ କରଣ ସିଂ ଗ୍ରୋଭର ଖୁବ ଶୀଘ୍ର ପ୍ରଶଂସକଙ୍କୁ ଖୁସି ଖବର ଦେବାକୁ ଯାଉଛନ୍ତି । ରିପୋର୍ଟ ମୁତାବକ ବାହାଘରର ୬ ବର୍ଷ ପରେ ବିପାଶା ମାଆ ହେବାକୁ ଯାଉଛନ୍ତି । ଉଭୟ ୩୦ ଏପ୍ରିଲ ୨୦୧୬ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ । ତେବେ ଏ ନେଇ ସେମାନେ…

ପର୍ଯ୍ୟଟନ ସହିତ ବୟନ ଓ ହସ୍ତଶିଳ୍ପ ଗ୍ରାମ ସଂଯୋଗୀକରଣ; ଓଡ଼ିଶାର ରଘୁରାଜପୁର ସାମିଲ

ଭୁବନେଶ୍ୱର: ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଗୁଡିକୁ ହସ୍ତଶିଳ୍ପ କ୍ଲଷ୍ଟରରେ ସଂଯୁକ୍ତ କରାଯାଇଛି । "ପର୍ଯ୍ୟଟନ ସହିତ ବୟନ ଶିଳ୍ପ ସଂଯୋଗୀକରଣ’ କାର୍ଯ୍ୟକ୍ରମ ଅନ୍ତର୍ଗତ ଭିତିଭୂମି ସହାୟତା ପ୍ରଦାନ କରାଯାଉଛି ବୋଲି ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରାଳୟ ପକ୍ଷରୁ ଏକ ସୂଚନା ମିଳିଛି । ଏଥିରେ…

ସାଫ ୨୦ ବର୍ଷରୁ କମ୍ ଚାମ୍ପିୟନଶିପ: ଶ୍ରୀଲଙ୍କାକୁ ହରାଇ ଭାରତ ଆରମ୍ଭ କଲା ବିଜୟ ଅଭିଯାନ

ଭୁବନେଶ୍ୱର:କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ସାଫ ୨୦ ବର୍ଷରୁ କମ ଚାମ୍ପିୟନଶିପରେ ଭାରତୀୟ ଫୁଟବଲ ଦଳ ପ୍ରଥମ ବିଜୟ ହାସଲ କରିଛି । ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଭାରତ ୪-୦ ଗୋଲରେ ଶ୍ରୀଲଙ୍କାକୁ ପରାସ୍ତ କରିଥିଲା । ଏହି ମ୍ୟାଚରେ ଭାରତ ସମ୍ପୂର୍ଣ୍ଣ ଭାବେ ଶୃଙ୍ଖଳିତ ପ୍ରଦର୍ଶନ କରିଥିଲା ।…

ଉଦ୍ଧବଙ୍କୁ ଆଉ ଏକ ଝଟକା, ଏକନାଥଙ୍କୁ ସମର୍ଥନ କଲେ ପୁତୁରା ନୀହାର

ମୁମ୍ବାଇ: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଆଜି ଶକ୍ତ ଝଟକା ଲାଗିଛି । ଶୁକ୍ରବାର ତାଙ୍କ ପୁତୁରା ନିହାର ଠାକରେ ବିଦ୍ରୋହୀ ଗୋଷ୍ଠୀଙ୍କ ସହ ହାତ ମିଳାଇଛନ୍ତି । ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ଭେଟିବା ସହ ସମର୍ଥନ କରିଛନ୍ତି । ଉଦ୍ଧବଙ୍କ ବଡ ଭାଇ…

କଲେଜ କ୍ୟାମ୍ପସ୍‌ରେ ଛାତ୍ରୀଙ୍କୁ ସ୍ମାର୍ଟଫୋନ୍‌ ମନା; ଆପତ୍ତିଜନକ ଭିଡିଓ ଦେଖୁଛନ୍ତି

ବ୍ରହ୍ମପୁର: କଲେଜରେ ଛାତ୍ରୀ ଆପତ୍ତିଜନିକ ଭିଡିଓ ଦେଖୁଛନ୍ତି । ପାଠ ପଢୁ ନାହାନ୍ତି । କ୍ଲାସ ଭିତରେ ବି ଫୋନ୍ ବ୍ୟବହାର କରୁଛନ୍ତି । ପାଠ ପଢ଼ାରେ ବ୍ୟାଘାତ କରୁଛନ୍ତି । ଥରେ ଆପତ୍ତିଜନକ ଭିଡିଓ ଦେଖିବାକୁ ବେଳେ ଅଧ୍ୟାପିକା ବାରଣ କରିବାରୁ ଛାତ୍ରୀମାନେ ତାଙ୍କୁ ଆକ୍ରମଣ କରିଥିଲେ ।…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

ଦିନକୁ ଦିନ ବଢୁଛି ଷ୍ଟାର କଳି।  ଭୁବନେଶ୍ୱର ସତ୍ୟବିହାର ଘର ବାଲକୋନୀରୁ ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ପ୍ରକୃତି ।  ଘର ଛାତ ଉପରକୁ ଆସି  ଯେମିତି ବାବୁସାନ୍ କହିଥିଲେ ସେମିତି ପ୍ରକୃତି ମଧ୍ୟ କହିଲେ । ସମୟ ଆସିଲେ ସବୁ କିଛି କହିବି । କିଛି ଏଭଳି ଢଙ୍ଗରେ…

ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟଣା; ବାପା ପରେ ପୁଅ ମୃତ

ବ୍ରହ୍ମପୁର: ଗୋପାଳପୁର ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଅଶୋକ ନାୟକଙ୍କ ଚିକିତ୍ସା ଅବସ୍ଥାରେ ଗୁରୁବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କ ଚିକିତ୍ସା ଚାଲିଥିଲା। ଗତ ୨୫ ତାରିଖରେ ଏହି…