ବିଜେପି ବିରୋଧୀ ମେଳିରେ ସାମିଲ ହେବେ କି ନାହିଁ ସ୍ପଷ୍ଟ କଲେ କେଜ୍ରିଓ୍ୱାଲ୍
ନୂଆଦିଲ୍ଲୀ: ମିଶନ ୨୦୨୪ ପାଇଁ ମୋଦୀ ବିରୋଧୀ ଦଳ ଅର୍ଥାତ ବିଜେପି ବିରୋଧୀ ଦଳ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଦେଇଛନ୍ତି। ଜେଡିୟୁ ସୁପ୍ରିମୋ ନୀତୀଶ କୁମାର ବିଜେପି ସହ ମେଣ୍ଟ ଭାଙ୍ଗିବା ପରେ ଏବେ ଅଧିକ ସକ୍ରିୟ ହୋଇଛନ୍ତି। ବିଭିନ୍ନ ରାଜନୈତିକ ଦଳର ନେତାଙ୍କୁ ଭେଟି ସେ ବଳ…