Nuapada Bypoll: ନୂଆପଡ଼ା ଉପନିର୍ବାଚନ: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର କାର୍ଯ୍ୟକ୍ରମ
ନୂଆପଡ଼ା: ଉପନିର୍ବାଚନ ପାଇଁ ନୂଆପଡ଼ା ଏବେ ନେତାମୟ । ପୂରା ରାଜ୍ୟର ନେତା ଆସି ଏଠାରେ ଡେରା ପକାଇଛନ୍ତି । ହାଇଭୋଲଟେଜ୍ ପ୍ରଚାର ଆରମ୍ଭ ହୋଇଯାଇଛି। ଆସନ୍ତାକାଲି ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରଚାର କାର୍ଯ୍ୟକ୍ରମ ରହିଛି। ଏଥିଲାଗି ଦଳ ସମ୍ପୂର୍ଣ୍ଣ ପ୍ରସ୍ତୁତ।…