Latest Odisha News

BREAKING NEWS

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ନୀତି ଆୟୋଗ ଉପାଧ୍ୟକ୍ଷ; ଜାତୀୟ ଶିକ୍ଷା ନୀତିର ସଫଳ କାର୍ଯ୍ୟକାରୀ ବିଷୟ ଆଲୋଚନା

ନୂଆଦିଲ୍ଲୀ: ଶାସ୍ତ୍ରୀ ଭବନ ସ୍ଥିତ ଶିକ୍ଷା ମନ୍ତ୍ରଣାଳୟରେ ନୀତି ଆୟୋଗ ଉପାଧ୍ୟକ୍ଷ ଡା. ସୁମନ କେ ବେରୀ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଛନ୍ତି । ଏହି ବୈଠକରେ ଜାତୀୟ ଶିକ୍ଷା ନୀତି-୨୦୨୦ ଯୋଜନାବଦ୍ଧ କାର୍ଯ୍ୟକାରୀ ଏବଂ…

କଟକ-ସମ୍ବଲପୁର ଜାତୀୟ ରାଜପଥ-୫୫ ନିର୍ମାଣ କାମ ଶୀଘ୍ର ସାରିବକୁ ବିଜେପିର ଦାବି; ଆଞ୍ଚଳିକ ଅଧିକାରୀଙ୍କୁ ଭେଟିଲା…

ଢ଼େଙ୍କାନାଳ: ଅନୁଗୋଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ-୫୫ (ପୁରୁଣା ଏନ୍ଏଚ୍-୪୨) କଟକ-ସମ୍ବଲପୁର-ଅନୁଗୋଳ-ଢେଙ୍କାନାଳ ସେକ୍ସନର ନିର୍ମାଣ କାର୍ଯ୍ୟକୁ ଅବିଳମ୍ବେ ଶେଷ କରିବା ପାଇଁ ବୁଧବାର ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ଏକ ବିଜେପି ପ୍ରତିନିଧି ମଣ୍ଡଳୀ ଜାତୀୟ ରାଜପଥ ପ୍ରାଧିକରଣ…

ବାହାରିଲା +୨ ରେଜଲ୍ଟ : ବିଜ୍ଞାନରେ ୯୪% ଏବଂ ବାଣିଜ୍ୟରେ ୮୯% ପାସ୍

ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ଦୁଇ ରେଜଲ୍ଟ । +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇଛି । ଆନୁଷ୍ଠାନିକ ଭାବେ ପରୀକ୍ଷାଫଳ ଘୋଷଣା କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ  । ତେବେ ଚଳିତ ବର୍ଷ ବିଜ୍ଞାନରେ ୯୪ ପ୍ରତିଶତ ଏବଂ ବାଣିଜ୍ୟରେ ୮୯ ପ୍ରତିଶତ ପାସ୍…

ଟ୍ରେନରୁ ଖସି ପଡୁଥିବା ମହିଳାଙ୍କୁ ଉଦ୍ଧାର କଲେ ଯବାନ

ଝାରସୁଗୁଡ଼ା: ରେଳ ଷ୍ଟେସନରେ ଟ୍ରେନରୁ ଖସି ପଡୁଥିବା ଜଣେ ମହିଲାଙ୍କୁ ଝାରସୁଗୁଡ଼ା ଆରପିଏଫ ଯବାନ ରାଜେଶ କୁମାର ଯାଦବ ତତ୍ କ୍ଷଣାତ ମହିଳାଙ୍କୁ ଉଦ୍ଧାର କରିଥିବା ସିସି ଟିଭିରୁ ଜଣା ପଡ଼ିଛି। ବୁଧବାର ରାତି ୧ଟାରେ ପ୍ଲାଟଫର୍ମ-୨ରୁ ହାଓଡ଼ା ଯିବା ପାଇଁ ସମରସତ୍ତା ଏକ୍ସପ୍ରେସ ବାହାରୁଥିବା…

ତେଜୁଛି ତିର୍ତ୍ତୋଲ ବିଧାୟକଙ୍କ ପ୍ରେମ ବିବାଦ। ତଦନ୍ତ ସହ ବିଧାୟକଙ୍କ ଇସ୍ତଫା ଦାବି

ଜଗତସିଂହପୁର : ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଏବଂ ବାନ୍ଧବୀ ସୋମାଲିକା ଦାଶଙ୍କ ପ୍ରେମ  ବିବାଦ । ଘଟଣାର ନିରପେକ୍ଷ ତଦନ୍ତ ନିମନ୍ତେ ନୈତିକତା ଦୃଷ୍ଟିରୁ ବିଧାୟକ ନିଜ ପଦରୁ ଇସ୍ତଫା ଦେବାକୁ ଦାବି କରିଛି ଜଗତସିଂହପୁର ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ।  ଜଗତସିଂହପୁର ଜିଲ୍ଲା ବିଜେପି…

[ଦେଖନ୍ତୁ ଭିଡିଓ] କାଶୀପୁର ବ୍ଲକରେ ବେଲଗାମ ହଇଜା ମହାମାରୀ । ମୃତ୍ୟୁ ସଂଖ୍ୟା ପହିଞ୍ଚିଲା ୧୧ରେ 

ରାୟଗଡା : ବେଲଗାମ ହେଉଛି ହଇଜା ମହାମାରୀ । ଆଜି ପୁଣି ଜଣକ ଜୀବନ ନେଲା ହଇଜା । ରାୟଗଡା ଜିଲ୍ଲା କାଶୀପୁର ବ୍ଲକରେ ବ୍ୟାପିଥିବା ହଇଜା ନିୟନ୍ତ୍ରଣକୁ ଆସୁନାହିଁ । ଥମିବା ପରିବର୍ତ୍ତେ ପ୍ରତିଦିନ ନୂତନ ରୋଗୀ ଚିହ୍ନଟ ହେବା କାରଣରୁ ସ୍ଥିତି ଉଦବେଗ ଜନକ ରହିଥିବା ବେଳେ ହଇଜା ନେଲା ଆଉ ଗୋଟିଏ…

‘କରୋନା’ ଭଳି ବ୍ୟାପୁଛି ହଇଜା: ଗୋଟିଏ ଦିନରେ ଦୁଇ ଜଣଙ୍କ ମୃତ୍ୟୁ

କାଶୀପୁର: 'କରୋନା' ସଂକ୍ରମଣ ଭଳି ରାୟଗଡା କାଶୀପୁରରେ ଝାଡାବାନ୍ତି ମାଡି ଚାଲିଛି। ସ୍ଥିତି ବେଲଗାମ ହୋଇଛି। ଏହି କ୍ରମରେ ଆଜି ଦୁଇ ଜଣ ପ୍ରାଣ ହରାଇଛନ୍ତି। ଏଥିସହ ହଇଜା ଜନିତ ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଛି। ମୃତକ ଜଣକ ହେଲେ ଟିକିରି ଗ୍ରାମ ଜାମୁଗୁଡା ସାହିର ସୁନି ମାଝୀ (୫୬) ଏବଂ…

ଇଡିର ସମସ୍ତ କ୍ଷମତାକୁ ସୁପ୍ରିମକୋର୍ଟଙ୍କ ସମର୍ଥନ

ନୂଆଦିଲ୍ଲୀ: ପ୍ରବର୍ତନ ନିର୍ଦ୍ଦେଶାଳୟର କାର୍ଯ୍ୟକଳାପକୁ ବିରୋଧ କରି ସରକାରଙ୍କ ଟାର୍ଗେଟ କରୁଥିବା ଅଭିଯୋଗକାରଙ୍କୁ ଆଜି ଶକ୍ତ ଧକା ଲାଗିଛି । ସୁପ୍ରିମକୋର୍ଟ ସମସ୍ତ ଆବେଦନକୁ ଖାରଜ କରିବା ସହ ଇଡି କ୍ଷମତାକୁ ବଳବତର ରଖିଛନ୍ତି । ମନି ଲଣ୍ଡରିଂ ଆକ୍‌ଟର ବ୍ୟବସ୍ଥାର ସାମ୍ବିଧାନିକତାକୁ…

ଲର୍ଡସରେ ଖେଳାଯିବ ୨୦୨୩, ୨୫ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ

ଲର୍ଡସ: କ୍ରିକେଟର ମକ୍କା ଭାବେ ପରିଚିତ ଲର୍ଡସ ଗ୍ରାଉଣ୍ଡରେ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପର ଫାଇନାଲ ମ୍ୟାଚ ଖେଳାଯିବ । ୨୦୨୩ ଓ ୨୫ ଫାଇନାଲ ଲର୍ଡସରେ ଖେଳାଯିବ ବୋଲି ଆଜି ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ସ୍ପଷ୍ଟ କରିଛି । ଡବ୍ଲ୍ୟୁଟିସିର ପ୍ରଥମ ସଂସ୍କରଣର ଫାଇନାଲ ମଧ୍ୟ ଏଠାରେ…

ଓଡ଼ିଶା ସାହିତ୍ୟ ଏକାଡେମୀ ସ୍ୱନକ୍ଷତ୍ର ଦିବସ ପାଳିତ

ଓଡ଼ିଶା ସାହିତ୍ୟ ଏକାଡେମୀ ସ୍ୱନକ୍ଷତ୍ର ଦିବସ ପାଳିତ ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀ ସ୍ୱନକ୍ଷତ୍ର ଦିବସ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ଉଦ୍‌ଘାଟକ ଭାବେ…