Latest Odisha News

BREAKING NEWS

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୪୫ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ମଧ୍ୟରେ ସମୁଦାୟ ୨୨ ଗୋଟି ମଣ୍ଡପ ଅଛି, ତାହାର ଉପଯୋଗ ଅନୁସାରେ ନାମ କରଣ କରାଯାଇଛି.ଯଥା ରତ୍ନମଣ୍ଡପ, ଦେବସଭା ମଣ୍ଡପ, ସ୍ନାନ ମଣ୍ଡପ, ଭେଟ…

ରାଷ୍ଟ୍ରପତି ‘ଦ୍ରୌପଦୀ’ଙ୍କ ନାଁ ଶିକ୍ଷକ ଦେଇଥିଲେ, ମୂଳ ନାଁ କ’ଣ ଥିଲା ?

ଭୁବନେଶ୍ୱର: ଦେଶର ପଞ୍ଚଦଶ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ବିଭିନ୍ନ କଥା ସାମ୍ନାକୁ ଆସୁଛି। ମୟୁରଭଞ୍ଜ ଉପରବେଡା ଗାଁରୁ ଯାଇ ଦେଶର ସର୍ବୋଚ୍ଚସ୍ଥାନରେ ବସିଥିବା ଦ୍ରୌପଦୀ ମୁର୍ମୁଙ୍କ ନାମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ତାଙ୍କ ନାଁ ଘୋଷଣା ହେବା…

ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଗିରଫ ହେବା ଘଟଣା, ମମତା କହିଲେ ମୁଁ ମର୍ମାହତ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ଶିକ୍ଷକ ଚାକିରି ଦୁର୍ନୀତି ଏବଂ ପୂର୍ବତନ ଶିକ୍ଷାମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଗିରଫଦାରୀରୁ ନିଜକୁ ଦୂରେଇ ରଖିବା ପରେ ଶେଷରେ ମୁହଁ ଖୋଲିଛନ୍ତି । ତାଙ୍କ ସହଯୋଗୀ ଏପରି ଏକ କାମ କରିବେ ବୋଲି ଜାଣି ସେ ମର୍ମାହତ ବୋଲି…

ଅଗଷ୍ଟ ୩ ଯାଏ ମମତାଙ୍କ ମନ୍ତ୍ରୀ ଓ ଅର୍ପିତା ଇଡି ହେପାଜତରେ ରହିବେ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏବଂ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କୁ ଅଗଷ୍ଟ ୩ ପର୍ଯ୍ୟନ୍ତ ଇଡି ହେପାଜତକୁ ପଠାଇ ଦିଆଯାଇଛି। ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଉଭୟଙ୍କୁ ଜୁଲାଇ ୨୩ରେ ଇଡି ଗିରଫ କରିଥିଲା। ଶିକ୍ଷକ ଚାକିରି କରାଇଦେବା ନେଇ ଦୁର୍ନୀତି ସହ…

ଝାଡଖଣ୍ଡରେ ୧୬ ବିଜେପି ବିଧାୟକ ଆମ ସହ ରହିଛନ୍ତି: ଜେଏମଏମ୍

ରାଞ୍ଚି: ରାଷ୍ଟ୍ରପତି ନିର୍ବାଚନରେ ବିଜେପି ନେତୃତ୍ୱାଧୀନ ଏନଡିଏ ପ୍ରାର୍ଥୀଙ୍କୁ ୟୁପିଏର ଅଂଶୀଦାର ଦଳ ତଥା ଝାଡଖଣ୍ଡର ଶାସକ ଦଳ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ସମର୍ଥନ କରିବା ପରେ ଲାଗୁଥିଲା ଦଳ ବିଜେପି ଆଡକୁ ଢଳୁଛି । କିନ୍ତୁ ଏବେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଖୋଦ୍ ଶାସକ ଦଳ…

ପୋଲାଭରମ ବୁଡି ଅଞ୍ଚଳ ବିବାଦରେ ଓଡିଶା ଜନଶୁଣାଣି କରିବାକୁ ମନା କରିଛି: ଟୁଡୁ

ନୂଆଦିଲ୍ଲୀ:  ମହାନଦୀ ଓ ବଂଶଧାରାର ଜଳକୁ ନେଇ ଛତିଶଗଡ ଏବଂ ଆନ୍ଧ୍ରପ୍ରଦେଶ ସହିତ ଓଡିଶାର ବିବାଦ ରହିଛି । ଏହି ଦୁଇ ନଦୀର ଜଳ ବିବାଦ ନେଇ କେନ୍ଦ୍ର ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ  ବିଶ୍ୱେଶ୍ୱର ଟୁଡୁ ଏକ ପ୍ରଶ୍ନର ଉତ୍ତର କହିଛନ୍ତି ଯେ  ମହାନଦୀ  ଜଳ  ନେଇ ପଡୋଶୀ  ଛତିଶଗଡ଼ ସହିତ ଓଡିଶାର ଯେଉଁ…

ମୁମ୍ବାଇ ମହାନଗର ନିଗମର 61 ଲକ୍ଷ ଟଙ୍କା ଛାଡ଼ କଲେ ଓଡିଶା ସରକାର

ଭୁବନେଶ୍ବର: କୋଭିଡରୋଗୀଙ୍କ ଚିକିତ୍ସା ପାଇଁ ମୁମ୍ବାଇ ଓଡ଼ିଶା ଭବନରେ ଡାକ୍ତର ମାନଙ୍କ ରହଣି ବାବଦ ଦେୟ ମୁଖ୍ୟମନ୍ତ୍ରୀ  ନବୀନ ପଟନାୟକଙ୍କ ନିର୍ଦ୍ଦେଶରେ ଛାଡ କରାଯାଇଛି । ପ୍ରଥମ ଲହରିରେ ମଧ୍ୟ 2 କୋଟି ଟଙ୍କା ଛାଡ଼ କରିଥିଲେ ରାଜ୍ୟ ସରକାର । କୋଭିଡ ରୋଗୀଙ୍କ ଚିକିତ୍ସା କରୁଥିବା ନବୀ…

ଝଡ ସୃଷ୍ଟି କଲା ଲଭଲିନାଙ୍କ ଟୁଇଟ, ମୁଣ୍ଡ ପୂରାଇଲା କ୍ରୀଡା ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ବର୍ମିଂହାମରେ ହେବାକୁ ଥିବା ରାଜ୍ୟଗୋଷ୍ଠୀ କ୍ରୀଡା ପୂର୍ବରୁ ଅଲିମ୍ପିକ ପଦକ ବିଜେତା ମହିଳା ବକ୍ସର ଲଭଲିନା ବୋରଗାହନଙ୍କ ଟୁଇଟ ପରେ ଭାରତୀୟ କ୍ରୀଡା ମହଲରେ ହଇଚଇ ସୃଷ୍ଟି ହୋଇଛି । ପରିସ୍ଥିତି ଏପରି ହୋଇଛି ଯେ, ଆଇଓଏକୁ ମାମଲାରେ ହସ୍ତକ୍ଷେପ କରିବା ପାଇଁ କ୍ରୀଡା ମନ୍ତ୍ରଣାଳୟ…

ପଠାନରେ ଦୀପିକାଙ୍କ ଲୁକ ଜାରୀ

ମୁମ୍ବାଇ: ଶାହାରୁଖ ଖାଁଙ୍କ ଆଗାମୀ ଫିଲ୍ମ ପଠାନକୁ ଫିଲ୍ମ ହଲରେ ଦେଖିବା ପାଇଁ ପ୍ରଶଂସକମାନେ ବ୍ୟଗ୍ରତା ସହକାରେ ଅପେକ୍ଷା କରିଛନ୍ତି । ଏହି ଫିଲ୍ମରେ ଶାହାରୁଖ, ଜନ ଆବ୍ରାହାମ ଓ ଦୀପିକା ପାଦୁକୋନ ମୂଖ୍ୟ ଭୂମିକାରେ ରହିଛନ୍ତି । ଇତି ମଧ୍ୟରେ ସୋମବାର ମେକର୍ସଙ୍କ ପକ୍ଷରୁ ଏକ ମୋଶନ ପୋଷ୍ଟର…

ଧୋନୀଙ୍କୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ନୋଟିସ

ନୂଆଦିଲ୍ଲୀ: କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କୁ ସୁପ୍ରିମକୋର୍ଟ ପକ୍ଷରୁ ନୋଟିସ ଜାରୀ କରାଯାଇଛି । ଆମ୍ରପଲ୍ଲୀ ଗ୍ରୁପ ଏବଂ ଧୋନୀଙ୍କ ଅର୍ଥ କାରୋବାର ମାମଲା ହାଇକୋର୍ଟରୁ ସୁପ୍ରିମକୋର୍ଟଙ୍କ ନିକଟରେ ପଂହଚିଥିଲା । ସୋମବାର ଏ ନେଇ ଶୁଣାଣୀ କରିବା ସହ ଧୋନୀ ଏବଂ ଆମ୍ରପଲ୍ଲୀ ଗ୍ରୁପକୁ ପକ୍ଷ…