ପ୍ରକୃତିଙ୍କ ସମର୍ଥନରେ ପ୍ରଶଂସକ, କହୁଛନ୍ତି ସାଙ୍ଗରେ ରହିବେ
ଭୁବନେଶ୍ୱର: ସୋସିଆଲ ମିଡିଆରେ ସମର୍ଥନ ଯୋଗାଡ଼ କରୁଛନ୍ତି ପ୍ରକୃତି ମିଶ୍ର । ବାବୁସାନ ସଂପର୍କୀୟ ଅଭିନେତ୍ରୀଙ୍କ ଉପରେ ପରୋକ୍ଷ ଦୋଷ ଲଦିବା ସହ ଏବଂ ସାଧାରଣ ଲୋକଙ୍କ କଟୁ ସମାଲୋଚନା କରିଛନ୍ତି ।
ଏହା ପରେ ପ୍ରକୃତିଙ୍କ କିଛି ବନ୍ଧୁ, ପ୍ରଶଂସକ ଓ ଶୁଭେଚ୍ଛୁ ସୋସିଆଲ…