ପୁରପଲ୍ଲୀରେ ରଜୋତ୍ସବର ମହାପର୍ବ
ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ
ଓଡ଼ିଶାରେ ରଜ ଏକ ପାରମ୍ପରିକ ପର୍ବ । ଏହାକୁ ମଧ୍ୟ ଗଣପର୍ବ କୁହାଯାଏ । ନିପଟ ପଲ୍ଲୀ ଗାଁ ଗହଳଳି ଠାରୁ ଆରମ୍ଭ କରି ସହର ଯାଏଁ ଏହି ପର୍ବ ଧୁମଧାମରେ ଚାରି ଦିନ ଧରି ପାଳିତ ହୋଇଥାଏ । ଏହା ମିଥୁନ ମାସର ଦ୍ଵିତୀୟ ଦିନରୁ ଆରମ୍ଭ ହୋଇଥାଏ । ରଜ…