Latest Odisha News

BREAKING NEWS

ଖସୁଛି ଟଙ୍କା, ବଢ଼ୁଛି ଦରଦାମ

ନୂଆଦିଲ୍ଲୀ: ସଂକଟରେ ଭାରତୀୟ ଅର୍ଥନୀତି । ମହାମାରୀ କୋଭିଡ୍ ପରେ ମାନ୍ଦାବସ୍ଥାରୁ ମୁକୁଳି ପାରୁନି ଭାରତୀୟ ଅର୍ଥ ବ୍ୟବସ୍ଥା । ଦରବୃଦ୍ଧି ଓ ଡଲାର ତୁଳନାରେ ଟଙ୍କାର ମୂଲ୍ୟ ଖସିବା ସ୍ଥିତିକୁ ଆହୁରି ସଂକଟ ଆଡ଼କୁ ଟାଣି ନେଉଛି । ଯଦିଓ ମେ ତୁଳନାରେ ଦେଶରେ ଖୁଚୁରା ମୁଦ୍ରାସ୍ଫୀତି ସାମାନ୍ୟ…

[ଦେଖନ୍ତୁ ଭିଡିଓ] NH ନା ଗହୀର ? ମରଣଯନ୍ତା ପାଲଟିଛି ଜାତୀୟ ରାଜପଥ

ଅନୁଗୁଳ: ଆଣ୍ଠୁଏ କାଦୁଅରେ ଯୁବକ ଧରୁଛନ୍ତି ମାଛ । ହେଲେ ଏ କେଉଁ ବିଲ ଗହୀରର ଦୃଶ୍ୟ ନୁହେଁ । ଏ ଚିତ୍ର ହେଉଛି ୫୫ ନମ୍ବର ଜାତୀୟ ରାଜପଥର । ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ରାସ୍ତା ଏଭଳି ଶୋଚନୀୟ ହୋଇ ପଡ଼ି ରହିଛି । ଯିଏ ଥରେ ଏହି ବାଟ ଦେଇ ଯାଉଛି, କହୁଛି ଏହା…

ଏସୀୟ ସୁନ୍ଦର ସ୍ଵାସ୍ଥ୍ୟ ପ୍ରତିଯୋଗିତାରେ ଭାରତ ଦ୍ୱିତୀୟ: ତରୁଣଙ୍କୁ ସ୍ୱର୍ଣ୍ଣ, ବିଚିତ୍ରଙ୍କୁ ରୌପ୍ୟ

ଭୁବନେଶ୍ୱର: ମାଳଦ୍ଵୀପ ଠାରେ ଅନୁଷ୍ଠିତ ଜାତୀୟ ଏସୀୟ ସୁନ୍ଦର ସ୍ଵାସ୍ଥ୍ୟ ପ୍ରତିଯୋଗିତାରେ ଭାରତ ପକ୍ଷରୁ ତରୁଣ କୁମାର ଚାଟର୍ଜୀ ସ୍ୱର୍ଣ୍ଣ ଏବଂ କମିଶନରେଟ ପୋଲିସର କନଷ୍ଟେବଲ ବିଚିତ୍ର ନାୟକ ଦ୍ୱିତୀୟ ସ୍ଥାନ ଅଧିକାର କରି ରୌପ୍ୟ ପଦକ ଜିତିଛନ୍ତି । ଶାନ୍ତ ସ୍ଵଭାବର ବିଚିତ୍ର ଛୋଟ ବେଳୁ…

[ଦେଖନ୍ତୁ ଭିଡିଓ] ମନ୍ଦିରରୁ ଚୋରି ବେଳେ ସିସିଟିଭିରେ କଏଦ ହେଲା ଲୁଟ୍ ଚିତ୍ର

ଢେଙ୍କାନାଳ : ବିଳମ୍ବିତ ରାତିରେ ମନ୍ଦିରରୁ ଚୋରି। ଚୋରି ମନ୍ଦିର ଭିତରୁ ଚୋରି କରିନେଇଥିବା ବେଳେ ସିସିଟିଭି କ୍ୟାମେରାରେ ଧରାପଡ଼ିଛି। ଘଟଣା ଘଟିଛି ଢେଙ୍କାନାଳ ପରଜଙ୍ଗ ସାଆନ୍ଦା ଅଞ୍ଚଳରେ। ସେଠାରେ ଥିବା କିଛି ମନ୍ଦିରରୁ ଲଗାତର ଭାବେ ଲୁଟେରା ଲୁଟି ନେଇଛନ୍ତି ଠାକୁରଙ୍କ ମୂର୍ତ୍ତି ସହ ପୂଜା…

ୱାର୍କ ଫ୍ରମ୍ ହୋମ୍ ପାଇଁ ବାଣିଜ୍ୟ ବିଭାଗ ଜାରି କଲା ନୂଆ ନିୟମ

ନୂଆଦିଲ୍ଲୀ: ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରୀ ବିଶେଷ ଆର୍ଥିକ କ୍ଷେତ୍ରରେ ଘରୁ କାମ କରିବାର (ୱାର୍କ ଫ୍ରମ୍ ହୋମ୍) ନୂଆ ନିୟମ ୪୩(ଏ)- ୨୦୦୬ ଅନୁଯାୟୀ ଆର୍ଥିକ କ୍ଷେତ୍ରରେ ଘରୁ କାମ କରିବାର ଅନୁମତି (ୱାର୍କ ଫ୍ରମ୍ ହୋମ୍) ସର୍ବାଧିକ ଏକ ବର୍ଷ ପାଇଁ ରହିବ ଏବଂ ଏହା ମୋଟ ଶ୍ରମିକ ମାନଙ୍କର…

କଲରାପତରିଆ ବାଘ ଛାଲ ଜବତ, ଜଣେ ଗିରଫ

ଭୁବନେଶ୍ୱର: ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଏସଟିଏଫ୍ (STF) ଏକ କଲରାପତରିଆ ବାଘ ଛାଲ (Leopard Skin) ଜବତ କରିଛି । ରାମଗିର ଫରେଷ୍ଟ ଅଧିକାରୀଙ୍କ ସହାୟତାରେ ଏସଟିଏଫ୍ ରାମଗିର ଗୁପ୍ତେଶ୍ୱର ଗେଟ୍ ନିକଟ ପାର୍ଶ୍ୱ ରାସ୍ତାରେ ରେଡ୍ କରିଥିଲା । ଡିଲ୍ ବେଳେ ଜଣଙ୍କୁ ଗିରଫ କରିବା ସହ ଏକ…

ଏମଡିଏମ୍‌ ଦୁର୍ନୀତି ପ୍ରସଙ୍ଗରେ ଗୃହ ସରଗରମ : ପ୍ରସଙ୍ଗ ଉଠାଇଲେ ବିରୋଧୀଦଳ ମୁଖ୍ୟ ସଚେତକ

 ଭୁବନେଶ୍ୱର: ଗୃହରେ ଉଠିଲା ଏମଡିଏମ୍‌ ଦୁର୍ନୀତି ପ୍ରସଙ୍ଗ । ଆଜି ବିଧାନସଭାରେ ଏମଡିଏମ୍‌ ଦୁର୍ନୀତି ପ୍ରସଙ୍ଗ ଉଠିଛି । ବିରୋଧୀଦଳ ମୁଖ୍ୟ ସଚେତକ ମୋହନ ମାଝୀ ଓ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଏହି ପ୍ରସଙ୍ଗ ଉଠାଇଛନ୍ତି । ଜୟପୁରର ବିଭିନ୍ନ ସ୍କୁଲରେ ଦୁର୍ନୀତି ଅଭିଯୋଗ…

ଶ୍ରୀଲଙ୍କା ରାଷ୍ଟ୍ରପତି ହେଲେ ୬ ଥରର ପ୍ରଧାନମନ୍ତ୍ରୀ ରାନିଲ୍ ବିକ୍ରମାସିଂଘେ

କଲମ୍ବୋ: ଶ୍ରୀଲଙ୍କାର ନୂତନ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ରାନିଲ୍ ବିକ୍ରମାସିଂଘେ । ସେ ଦୁଲ୍ଲାସ ଅଲାହପ୍ପେରୁମା ଓ ଅନୁରା କୁମାରାଙ୍କୁ ହରାଇ ରାଷ୍ଟ୍ରପତି ହୋଇଛନ୍ତି । ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପକ୍ଷେ ଦେଶ ଛାଡ଼ି ଚାଲିଯିବା ପରେ ଇସ୍ତଫା ଦେଇଥିଲେ । ଏହାପରେ…

[ଦେଖନ୍ତୁ ଭିଡିଓ] ନାଗୁଣୀର ମାତୃ ସ୍ନେହ: ଛୁଆଙ୍କୁ ସୁରକ୍ଷିତ ରଖି ଭୋକରେ ଜୀବନ ହାରିଲା

କଟକ : ଟାଙ୍କି ଭିତରୁ ଉଦ୍ଧାର ହେଲା ନାଗ ସାପ ଛୁଆ ।  କଟକ ଜିଲ୍ଲା ବାଙ୍କୀ  ଦୋଳଣାପୁରର ଲକ୍ଷ୍ମୀଧର ପରିଡାଙ୍କ ଘରେ ଟାଙ୍କି ମରାମତି କରାଯିବା ବେଳେ କିଛି ନାଗ ସାପ ଛୁଆ ଓ ଅଣ୍ଡା ଉଦ୍ଧାର ହୋଇଛି । ତାସହିତ ସେଠାରେ ଏକ ବଡ଼ ନାଗ ସାପ ମରିପଡ଼ିଥିବା ଦେଖିବାକୁ ମିଳିଥିଲା । ତେବେ ଘଟଣା ନେଇ …

ଦେଶୀ ମଦ ପିଇ ୭ ଜଣଙ୍କ ମୃତ୍ୟୁ, ଏକାଧିକ ଗୁରୁତର

କୋଲକାତା: ଦେଶୀ ମଦ ପିଇ ୭ ଜଣଙ୍କ ମୃତ୍ୟୁ ହୋଇଛି । ପଶ୍ଚିମବଙ୍ଗର ହାୱଡ଼ା ଜିଲ୍ଲାର ମଲିପଞ୍ଚଘୋରା ଅଞ୍ଚଳରେ ଏହି ଘଟଣା ଘଟିଛି । ସୂଚନା ଅନୁସାରେ, ସ୍ଥାନୀୟ ଏକ ଦୋକାନରୁ ଅବୈଧ ମଦ ଆଣି ପିଇବା ପରେ ୬ ଜଣଙ୍କ ମୃତ୍ୟୁ ହୋଇଛି । ତେବେ ମୃତ୍ୟୁର କାରଣ ଦେଶୀ ମଦ ନା ଆଉ କିଛି ସେନେଇ ପୋଲିସ,…