ଓଡିଶାରେ ହେବ ଭାରତ ଯୋଡ଼ ପଦଯାତ୍ରା
ଭୁବନେଶ୍ୱର : କଂଗ୍ରେସର "ଭାରତ ଯୋଡ" ଜନସମ୍ପର୍କ ପଦଯାତ୍ରା ଓଡ଼ିଶାରେ ହେବାକୁ ଯାଉଛି । ଓଡିଶାରେ "ଭାରତ ଯୋଡ" ପଦଯାତ୍ରା ଆକ୍ସନ ପ୍ଲାନ ପ୍ରସ୍ତୁତ ପାଇଁ କଂଗ୍ରେସର ଭାରତ ଯୋଡ ପଦଯାତ୍ରାର ମୁଖ୍ୟ ଦିଗ ବିଜୟ ସିଂହ ଏବଂ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ଓଡି଼ଶା ଗସ୍ତ କରିବେ ।…