ନୂପୁର ଶର୍ମାଙ୍କୁ ଆଶ୍ୱସ୍ତି, ସୁପ୍ରିମକୋର୍ଟ ଖାରଜ କଲେ ଗିରଫ ଆବେଦନ
ନୂଆଦିଲ୍ଲୀ: ପ୍ରଫେଟ ମହମ୍ମଦଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିବା ନୂପୁର ଶର୍ମାଙ୍କୁ ଆଜି ଆଶ୍ୱସ୍ତି ମିଳିଛି । ମାନ୍ୟବର ସୁପ୍ରିମକୋର୍ଟ ତାଙ୍କୁ ଗିରଫ କରିବା ପାଇଁ କରାଯାଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି । ସେହିପରି ସମ୍ପୂର୍ଣ୍ଣ ଘଟଣା ନେଇ ନିରପେକ୍ଷ ତଦନ୍ତ ଦାବୀକୁ ମଧ୍ୟ…