ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା; ୨ ଅଭିଯୁକ୍ତଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ
କଟକ: ଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ଆସନ୍ତା ୧୧ ଓ ୧୨ ଦୁଇ ଦିନ ପାଇଁ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେଇ ପଚରା ଉଚରା କରିବ । ସେମାନେ ହେଲେ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ଏବଂ…