ବିଡିଏର ସାଧାରଣ ବୈଠକ: କ୍ରୀଡ଼ା, ଆବାସ, ବ୍ୟବସାୟ ଭିତ୍ତିଭୂମିକୁ ଗୁରୁତ୍ବ
ବ୍ରହ୍ମପୁର: ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ସାଧାରଣ ପରିଷଦ ବୈଠକ ସମ୍ମିଳନୀ କକ୍ଷରେ ଶନିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି ।
ବୈଠକରେ ବ୍ରହ୍ମପୁର, ଗୋପାଳପୁର ଏବଂ ଛତ୍ରପୁରର ଅନେକ ବିକାଶମୂଳକ ପ୍ରକଳ୍ପ ସଂପର୍କରେ ଆଲୋଚନା ହୋଇଥିଲା ।
ବିଶେଷକରି କ୍ରୀଡ଼ା, ଆବାସ ଏବଂ…