ଚିନ୍ମୟ ହୋତାଙ୍କ ନିବନ୍ଧ ସଙ୍କଳନ ‘କେବେ କେମିତି’ ଉନ୍ମୋଚିତ
ଭୁବନେଶ୍ୱର : ପ୍ରକାଶନୀ ସଂସ୍ଥା ରତ୍ନଚିରା ପ୍ରକାଶନୀ ସଂସ୍ଥା ପକ୍ଷରୁ ସ୍ତମ୍ଭକାର ଚିନ୍ମୟ ହୋତାଙ୍କର ନିବନ୍ଧ ସଙ୍କଳନ ' କେବେ କେମିତି ' ଶାସ୍ତ୍ରୀୟ ଓଡ଼ିଆ ଉତ୍କର୍ଷ ଅଧ୍ୟୟନ ପରିସରରେ ଉନ୍ମୋଚିତ ହୋଇ ଯାଇଛି ।
ବସନ୍ତ ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ…