ପୁରୀରୁ ଭୁବନେଶ୍ୱର ଆସୁଥିବା ବସ୍ ଓଲଟିଲା: ୩୫ ଯାତ୍ରୀ ଗୁରୁତର ଆହତ
ପୁରୀ: ପୁରୀରୁ ଭୁବନେଶ୍ୱର ଆସୁଥିବା ଏକ ଘରୋଇ ବସ୍ ଓଲଟି ପଡ଼ିବା ଫଳରେ ପ୍ରାୟ ୩୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବାର ଖବର ମିଳିଛି । ପୁରୀରୁ ଶହେ ପାଖାପାଖି ଯାତ୍ରୀଙ୍କୁ ନେଇ ନେଇ ଫେରୁଥିବା ବେଳେ ଆଜି ମଧ୍ୟାହ୍ନରେ ସାତଶଙ୍ଖର ଯଶୁଆପୁରଠାରେ ସାରଳା ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।…