Digital Arrest Scam: ଡିଜିଟାଲ୍ ଆରେଷ୍ଟ୍ ସ୍କାମରେ ୩୦୦୦ କୋଟି ଠକେଇ
ନୂଆଦିଲ୍ଲୀ: ଡିଜିଟାଲ୍ ଆରେଷ୍ଟ୍ ସ୍କାମରେ ୩୦୦୦ କୋଟି ଟଙ୍କା ଆଦାୟ କରିଛନ୍ତି ଲୁଟେରା । କେବଳ ଭାରତରେ ଡିଜିଟାଲ ଆରେଷ୍ଟ କରି ପ୍ରାୟ ୩ ହଜାର କୋଟି ଟଙ୍କା ଲୁଟ୍ କରିଛନ୍ତି ସାଇବର ଲୁଟେରା। ଏହା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ। ଡିଜିଟାଲ୍ ଆରେଷ୍ଟ୍ ସ୍କାମ୍ ଉପରେ ନିଜ ଆଡୁ ହୋଇଥିବା ମାମଲା ଉପରେ…