ଗଣେଶ ପୂଜା: ବିଦ୍ୟା ଅନୁକୂଳର ଦିନ ଖଡ଼ିଛୁଆଁ
। । ବକ୍ରତୁଣ୍ଡ ମହାକାୟ, ସୂର୍ୟକୋଟି ସମପ୍ରଭଃ।
ନିର୍ବିଘ୍ନମ୍। କୁରମେଦେବ, ସର୍ବକାର୍ଯ୍ୟେସୁ ସର୍ବଦା । ।
ଭାଦ୍ରବ ଶୁକ୍ଳ ଚତୁର୍ଥୀ ଦିନ ସାରା ଭାରତରେ ଗଣେଶ ପୂଜା ପାଳନ ହୋଇଥାଏ । ତେବେ, ଓଡ଼ିଆ ମାନଙ୍କର ଆଉ ଏକ ନିଆରା ପ୍ରାଚୀନ ପରମ୍ପରା ଏହି ଉତ୍ସବ ସହିତ ଯୋଡ଼ି ହୋଇ ରହିଛି। ତାହା…