Latest Odisha News

BREAKING NEWS

ହୋଟେଲ, ରେସ୍ତୋରାଁ ଖାଦ୍ୟ ବିଲରେ ସେବା ଶୁଳ୍କ ଆଦାୟ କରିପାରିବେ ନାହିଁ

ନୂଆଦିଲ୍ଲୀ:  କୌଣସି ହୋଟେଲ କିମ୍ବା ରେସ୍ତୋରାଁ ସ୍ବତଃପ୍ରବୃତ ଭାବେ କିମ୍ବା ଭୁଲବଶତଃ ଖାଦ୍ୟ ବିଲ ଉପରେ ସେବା ଶୁଳ୍କ (ସର୍ଭିସ ଚାର୍ଜ) ଆଦାୟ କରିପାରିବେ ନାହିଁ  । ଏନେଇ  ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରି ଦିଆଯାଇଛି । ହୋଟେଲ ଓ ରେସ୍ତୋରାଁରେ ସେବା ଶୁଳ୍କ ଲାଗୁ…

ହିମାଚଳ ବସ୍ ଦୁର୍ଘଟଣା ମୃତକଙ୍କ ପରିବାରକୁ ମିଳିବ ଦୁଇ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା

ଓଡ଼ିଶା ସମ୍ବାଦ ବ୍ୟୁରୋ:  ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ  ହିମାଚଳ ପ୍ରଦେଶର କୁଲୁ ଜିଲ୍ଲାରେ ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା 16 ଜଣ ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମ୍‍ଏନଆରଏଫ୍‍)ରୁ ପ୍ରତ୍ୟେକ ମୃତକଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ହେଲିକପ୍ଟର ଆଡକୁ କଳା ବେଲୁନ ଛାଡି ୩ କଂଗ୍ରେସ କର୍ମୀ ଗିରଫ

ହାଇଦ୍ରାବାଦ: ବିଜୟୱାଡାର ଗାନ୍ନାଭାରମ ବିମାନ ବନ୍ଦରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ବେଳେ ତାଙ୍କ ହେଲିକପ୍ଟର ଆଡକୁ କଳା ବେଲୁନ ଛଡା ଯାଇଥିଲା । ଏ ନେଇ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା । ଏହି ଖବର…

କାଳିଆ ପ୍ରେମରେ ଭକ୍ତ ବାମନ। ଦର୍ଶନ ପାଇଁ ଧାଇଁ ଆସିଛନ୍ତି ଶରଧାବାଲି

ପୁରୀ : ଭକତ ଭାବରେ ବନ୍ଧା ସେ କାଳିଆ। ଆଉ କାଳିଆ ପ୍ରେମରେ ଛୁଆରୁ ବୁଢା ସଭିଏଁ ମସଗୁଲ। ଦୁଖୀ ରଙ୍କୀ ସମସ୍ତେ ତା ପାଇଁ ସମାନ। ତା ପ୍ରେମ ପାଇଁ ସବୁ ପାଗଳ। ଏମିତି ଜଣେ ଭକ୍ତ ଧାଇଁ ଆସିଛନ୍ତି କାଳିଆ ଦର୍ଶନ ପାଇଁ।  କଟକର  ଭକ୍ତ ବାମନ ହେଉଛନ୍ତି ଚନ୍ଦନ ମହାନ୍ତି । ବୟସ ୧୭ ହେଲେ ଉଚ୍ଚତା…

ପତ୍ନୀ ହନ୍ତାକୁ ଆଜୀବନ ସଜ୍ଜା, ୧୦ ବର୍ଷ ପରେ ଆସିଲା ରାୟ

ଭୁବନେଶ୍ୱର: ସ୍ତ୍ରୀକୁ ହତ୍ୟା ମାମଲାରେ ସ୍ୱାମୀକୁ ଆଜୀବନ ଜେଲ୍ । ଏକ ହତ୍ୟା ମାମଲାର ଶୁଣାଣି କରି ସ୍ୱାମୀକୁ ଆଜୀବନ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ । ମିନାକ୍ଷୀ ଦାସଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରି ଏଭଳି ରାୟ ଦେଇଛନ୍ତି । ପତ୍ନୀ ରଞ୍ଜୁ ନାୟକଙକ…

ମଣିରତ୍ନମଙ୍କ ପୋନ୍ନିୟନ ସେଲଭନ-୧: ସୁପରଷ୍ଟାର ବିକ୍ରମଙ୍କ ଲୁକ ଜାରୀ

ମାଡ୍ରାସ: ଭାରତର ଲୋକପ୍ରିୟ ନିର୍ଦ୍ଦେଶକ ମଣିରତ୍ନମ ତାଙ୍କର ଆଗାମୀ ଫିଲ୍ମ ପୋନ୍ନିୟନ ସେଲଭନ ଖୁବ ଶୀଘ୍ର ରିଲିଜ ହେବ । ମୋସନ ପୋଷ୍ଟର ପରେ ସୋମବାର ଏଥିରେ ମୂଖ୍ୟ ଭୂମିକାରେ ଅବତୀର୍ଣ୍ଣ ହୋଇଥିବା ସୁପରଷ୍ଟାର ବିକ୍ରମଙ୍କ ଲୁକ ଜାରୀ କରିଛନ୍ତି । ତାଙ୍କ ଲୁକ ଦେଖି ପ୍ରଶଂସକମାନଙ୍କ ମଧ୍ୟରେ…

ବାଲିଘାଟରେ ବୁଲିଲା ଖଣ୍ଡା, ବୁଲେଟରେ ଆସି ହାଣିଦେଲେ ଦୁର୍ବୃତ୍ତ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠରେ ବିଗୁଡ଼ୁଛି ଆଇନ୍ ଶୃଙ୍ଖଳା ପରିସ୍ଥିତି । ରକ୍ତରଞ୍ଜିତ ହୋଇଛି ବାଲିଘାଟ । ବୁଲେଟରେ ଆସି ଖଣ୍ଡାରେ ହାଣିଛନ୍ତି ଦୁର୍ବୃତ୍ତ । ବାଲିଘାଟରେ ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ବାଲିପାଟଣା ଥାନା ତରାକାଜ ବ୍ରିଜ୍ ଉପରେ ଦୁର୍ବୃତ୍ତ ବାଲି ବ୍ୟବସାୟୀଙ୍କୁ…

ଇଂଲଣ୍ଡକୁ ୩୭୮ ରନର ଟାର୍ଗେଟ ଦେଲା ଭାରତ

ବର୍ମିଂହାମ: ଚଳିତ ୫ମ ଟେଷ୍ଟର ୪ର୍ଥ ଦିବସରେ ଭାରତ ୩୭୮ ରନର ଟାର୍ଗେଟ ଇଂଲଣ୍ଡ ସମ୍ମୁଖରେ ରଖିଛି । ପ୍ରଥମ ଇନିଂସରେ ୧୪୬ ରନର ଇନିଂସ ଖେଳିଥିବା ରିଷଭ ପନ୍ତ ଦ୍ୱିତୀୟ ଇନିଂସରେ ଆକର୍ଷଣୀୟ ୫୭ ରନ ସଂଗ୍ରହ କରିଥିଲେ । ଏହା ତାଙ୍କ ଟେଷ୍ଟ କ୍ୟାରିୟରର ୧୦ମ ଅର୍ଦ୍ଧ ଶତକ ଥିଲା । ଅନ୍ୟମାନଙ୍କ…

ଶ୍ରୀମନ୍ଦିରରେ ବନକଲାଗି ନୀତି । ଆଡ଼ପ ମଣ୍ଡପରେ ଦର୍ଶନ ଦେଉଛନ୍ତି କାଳିଆ ସାଆନ୍ତ

ପୁରୀ :  ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ କାଳିଆ ସାଆନ୍ତଙ୍କ ଆଜି ହେଉଛି ଚତୁର୍ଥ ଦିନ । ଆସନ୍ତାକାଲି ହେରାପଞ୍ଚମୀ । ଅଭିମାନିନୀ ମାଆ ମହାଲଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ତିଚା ମନ୍ଦିର ଆସି ମହାପ୍ରଭୁଙ୍କ ରଥ ଭାଙ୍ଗିବେ । ତେବେ ଏହା ପୂର୍ବରୁ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

. ଫ୍ଲୋର୍‌ ଟେଷ୍ଟ୍‌ରେ ଜିତିଲେ ସିନ୍ଧେ ସରକାର । ମହାରାଷ୍ଟ୍ର ବିଧାନସଭା ଫ୍ଲୋର୍‌ ଟେଷ୍ଟ୍‌ରେ ସିନ୍ଧେ ସରକାର ନିଜ ଶକ୍ତି ପ୍ରମାଣିତ କରି ଜିତିଛନ୍ତି । ଆଜି ବିଧାନସଭାରେ ହୋଇଥିବା ଭୋଟିଂରେ ସିନ୍ଧେଙ୍କ ନେତୃତ୍ୱ ସରକାର ମ୍ୟାଜିକ୍ ନମ୍ବର ହାସଲ କରିଛନ୍ତି। ସିନ୍ଧେଙ୍କ ସପକ୍ଷରେ…