ବିଶ୍ୱ ବ୍ୟାଡମିଂଟନ ଚାମ୍ପିୟନଶିପ: ଇତିହାସ ରଚିଲେ ସାତ୍ୱିକ-ଚିରାଗ ଯୋଡି
ଟୋକିଓ: ଭାରତୀୟ ପୁରୁଷ ଡବଲ୍ସ ଯୋଡି ସାତ୍ୱିକ ସାଇରାଜ ରେଡୀ ଓ ଚିରାଗ ଶେଟ୍ଟୀ ଚଳିତ ବିଶ୍ୱ ବ୍ୟାଡମିଂଟନ ଚାମ୍ପିୟନଶିପରେ ଇତିହାସ ରଚିଛନ୍ତି । ପ୍ରଥମ ଭାରତୀୟ ଯୋଡି ଭାବେ ସେମାନେ ଏହି ଟୁର୍ଣ୍ଣାମେଂଟରେ ପଦକ ନିଶ୍ଚିତ କରିଛନ୍ତି । ଏହା ପୂର୍ବରୁ ପୁରୁଷ ଡବଲ୍ସରେ ଭାରତ ପକ୍ଷରୁ କେହି ପଦକ…