ଭକ୍ତଙ୍କ ପାଇଁ ଖୁସିଖବର: ଏଥର ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବେ ଭକ୍ତ, ଜୟ ଜଗନ୍ନାଥ
ପୁରୀ : ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା । ସ୍ନାନବେଦୀରେ ସାଆନ୍ତେଙ୍କୁ ଦର୍ଶନ କରିବେ ଭକ୍ତ, କିନ୍ତୁ ସ୍ପର୍ଶ କରିପାରିବେ ନାହିଁ । ଚଳିତ ବର୍ଷ ଭକ୍ତଙ୍କ ଗହଣରେ ହେବ ସ୍ନାନ ଯାତ୍ରା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଦଇତାପତି ନିଯୋଗ ବୈଠକ ପରେ ଏହି ସୂଚନା ଦିଆଯାଇଛି।…