ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପୁରୀରେ ଟ୍ରାଫିକ କଟକଣା; ଜାଣନ୍ତୁ କେଉଁ ପଟେ ଯିବେ…
ପୁରୀ: ଫେବୃଆରୀ ୩ ଏବଂ ୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତକୁ ନଜରରେ ରଖି ପୁରୀ ସହରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥିସହିତ ଟ୍ରାଫିକ୍ କଟକଣା ଜାରି କରାଯାଇଛି।
ଯାନଚଳାଚଳ ନିଷେଧିତ ଅଞ୍ଚଳ ୦୩.୦୨.୨୦୨୬ (ଦିନ ୨ଟା ଠାରୁ ମହାମହିମ…