ଆଜି ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !
ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ ଏଥିମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର,…