BJD Press Meet: ଭୋଟରଙ୍କ ନାମ ବାଦ୍ ପଡିବା ନେଇ ସନ୍ଦେହ ପ୍ରକାଶ କଲା ବିଜେଡି
ଭୁବନେଶ୍ବର:ଭାରତର ଭୋଟର ତାଲିକରେ ସ୍ପେସିଆଲ ଇଣ୍ଟେନସିଭ ରିଭିଜନ ମାଧ୍ୟମରେ ଭୋଟର ତାଲିକାରୁ ଅଧିକରୁ ଅଧିକ ଭୋଟରଙ୍କ ନାମ କଟିଯାଉଥିବା ଅଭିଯୋଗରେ ପ୍ରତିକ୍ରିୟା ଦେଇ ବିଜୁ ଜନତା ଦଳ ଆଜି ଓଡ଼ିଶାରେ ମଧ୍ୟ ସେଭଳି ହେବାର ସନ୍ଦେହ ସୃଷ୍ଟି ହେଲାଣି ବୋଲି କହିଛି । ଶଙ୍ଖ ଭବନରେ ଆୟୋଜିତ…