Latest Odisha News

BREAKING NEWS

୨୪ ଘଣ୍ଟାରେ ଦେଶରେ ୨,୮୪୧ କୋଭିଡ୍‌-୧୯ ଆକ୍ରାନ୍ତ; ୯ଜଣ ମୃତ

ଦିଲ୍ଲୀ:  ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ବୃଦ୍ଧି ପାଇ ୩ ହାଜର ପାଖାପାଖି ରହିଛି।  କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୪୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ…

[ଦେଖନ୍ତୁ ଭିଡିଓ] ରାୟପୁର ହେଲିକପ୍ଟର ଦୁର୍ଘଟଣା: ଓଡ଼ିଆ ପାଇଲଟଙ୍କ ମୃତ୍ୟୁ

ସମ୍ବଲପୁର: ରାୟପୁର ହେଲିକପ୍ଟର ଦୁର୍ଘଟଣାରେ ଯେଉଁ ଦୁଇଜଣ ପାଇଲଟଙ୍କ ମୃତ୍ୟୁ ଘଟିଥିଲା, ସେମାନଙ୍କ ଭିତରୁ ଜଣେ ଓଡ଼ିଆ ବୋଲି ଜଣାଯାଇଛି। ମୃତକଙ୍କ ମଧ୍ୟରୁ ଜଣେ ପାଇଲଟ ସମ୍ବଲପୁରର ବୋଲି ଜଣାପଡ଼ିଛି। ମୃତ ପାଇଲଟ ସମ୍ବଲପୁର ଜିଲ୍ଲା ବାହାମ ଗାଁର ଗୋପାଳକୃଷ୍ଣ ପଣ୍ଡା । କ୍ୟାପଟେନ…

ରାଜଧାନୀରେ ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁ : ଏକ ଘରୋଇ ହସ୍ପିଟାଲର ଚାମ୍ବରରୁ ମିଳିଲା ଡାକ୍ତରଙ୍କ ମୃତଦେହ

ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଜଣେ ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତ ଡାକ୍ତର ଜଣକ ହେଲେ ଶିଶିର କୁମାର ସାହୁ । ଦୀର୍ଘ ସମୟ ଧରି ତାଙ୍କ ଚାମ୍ବରର କବାଟ ବନ୍ଦ ରହିଥିବାରୁ ସନ୍ଦେହ ଉପୁଜିଥିଲା । ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଆଇସିୟୁକୁ ସ୍ଥାନାନ୍ତର…

ନିଆଁରେ ପୋଡି ହୋଇ ୩ ଜୀବନ୍ତ ଦଗ୍ଧ : ଜଳିଗଲେ ମାଆ ସହ ୨ ଶିଶୁ

ମୟୁରଭଞ୍ଜ  : ନିଆଁରେ ପୋଡିହୋଇ ୩ ଜୀବନ୍ତ ଦଗ୍ଧ । ନିଆଁ ଲାଗି ଜଳିଗଲେ ମାଆ ସହ ୨ ଶିଶୁ । ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ଉଞ୍ଚଗା ଗ୍ରାମରେ । ବାପାକୁ ଅଟକ ରଖି ଝାରପୋଖରିଆ ପୋଲିସର ତଦନ୍ତ ଜାରି ରହିଛି । ରାତିରେ ଖାଇ ଶୋଇଥିବା ବେଳେ ନିଆଁରେ…

ଭାଙ୍ଗିଲା ୮ ବର୍ଷର ରେକର୍ଡ, ଏପ୍ରିଲରେ ସର୍ବୋଚ୍ଚ ସ୍ତରରେ ପହଞ୍ଚିଲା ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ: ଏପ୍ରିଲରେ ଖୁଚୁରା ମୁଦ୍ରାସ୍ଫୀତି ୭.୭୯ ପ୍ରତିଶତକୁ ବୃଦ୍ଧି ପାଇଛି। ଯାହା ଦୀର୍ଘ ୮ ବର୍ଷର ରେକର୍ଡ ଭାଙ୍ଗିଛି । ଖାଦ୍ୟ ସାମଗ୍ରୀ ଦର ବୃଦ୍ଧି ଯୋଗୁଁ ଖୁଚୁରା ମୁଦ୍ରାସ୍ଫୀତି କ୍ରମାଗତ ଚତୁର୍ଥ ମାସରେ ବୃଦ୍ଧି ପାଇଛି। ଖାଉଟି ମୂଲ୍ୟ ସୂଚକାଙ୍କ (ସିପିଆଇ) ଆଧାରିତ…

ଦ୍ୱିତୀୟ ବିଶ୍ୱ କୋଭିଡ ଭର୍ଚୁଆଲ ଶିଖର ସମ୍ମିଳନୀରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦ୍ୱିତୀୟ ବିଶ୍ୱ କୋଭିଡ୍‌ ଶିଖର ସମ୍ମିଳନୀରେ ଭର୍ଚୁଆଲ ମାଧ୍ୟମରେ ଅଂଶଗ୍ରହଣ କରିଛନ୍ତି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ନିମନ୍ତ୍ରଣ କ୍ରମେ ସେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ । ‘ମହାମାରୀ କ୍ଲାନ୍ତି ନିରାକରଣ ଏବଂ…

ରାଜୀବ କୁମାର ହେଲେ ଦେଶର ନୂୂଆ ନିର୍ବାଚନ କମିଶନ

ନୂଆଦିଲ୍ଲୀ: ଗୁରୁବାର ବରିଷ୍ଠ ନିର୍ବାଚନ କମିସନର ରାଜୀବ କୁମାରଙ୍କୁ ନୂଆ ମୁଖ୍ୟ ନିର୍ବାଚନ କମିସନର ଭାବେ ନିଯୁକ୍ତ ହୋଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଚଳିତ ମାସ ୧୪ ତାରିଖରେ ବର୍ତ୍ତମାନର ସୁଶୀଲ ଚନ୍ଦ୍ରାଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଏହାପରେ…

ମହିଳା ଏବଂ ମୁସଲମାନ ଭୋଟ ଉପରେ ମୋଦୀ-ଶାହଙ୍କ ନଜର

ନୂଆଦିଲ୍ଲୀ: ଗୋଟିଏ ପଟେ ରାଜସ୍ଥାନ ଉଦୟପୁରରେ କଂଗ୍ରେସ ଚିନ୍ତନ ଶିବିର ପାଇଁ ପ୍ରସ୍ତୁତି ଚଳାଇଛି । ଏହି ବୈଠକରେ ଆଗାମୀ ସାଧାରଣ ନିର୍ବାଚନ ପାଇଁ ଦଳ ରଣନୀତି ପ୍ରସ୍ତୁତ କରିବ । ଅନ୍ୟପଟେ ବିଜେପି ମଧ୍ୟ ୨୦୨୪ ପାଇଁ ରଣନୀତି ଆରମ୍ଭ କରିବାକୁ ଯାଉଛି । ଏଥିପାଇଁ ଖୁବଶୀଘ୍ର ଏକ ବୈଠକ ବସିବ…

ଭାଷା ଭାଗବତ : ସ୍ବେଚ୍ଛା କଟକଣା

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ : ୧୧୪  ବାସ୍ତବତା ଓ ମନକଥା ମଧ୍ୟରେ ନ ଥିଲେ ସମତା ସଂଭବ ହୁଏ ଅସ୍ଥିରତା ତହିଁରୁ ଜାତ ଅବ୍ୟବସ୍ଥା ଭାଷାକୁ ଏଣୁତେଣୁ ଭାବି ନ ହେଲେ ସତ୍ୟ ଅନୁଭବୀ ହୋଇ ଧାରଣା ଅନୁଗତ ଭାଷାରେ ସୃଷ୍ଟି କରୁଁ କ୍ଷତ ଭାଷୀଂକ ଏପରି ଅଭ୍ୟାସ ଚଂଚଳ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୭୧ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କ ଶଙ୍ଖ ନାଭି ମଣ୍ଡଳରେ ଆମେ ଉପସ୍ଥିତ ହେବାପରେ ଶ୍ରୀଜଗନ୍ନାଥଙ୍କ ପ୍ରତି ଯେଉଁ ଅନୁରାଗ ଜାତ ହୁଏ। ତାହା ହିଁ ଭକ୍ତି ବୋଲି ମହାତ୍ମା ଶାଣ୍ଡିଲ୍ୟ ମତ…