ଆହୁରି ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆହୁରି ୫ ଦିନ ଧରି ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ବୁଧବାର ଦିନ ସୂଚନା ଦିଆଯାଇଛି।
ଅଗଷ୍ଟ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଅନେକ ଅଞ୍ଚଳରେ ଘଡଘଡି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪…