ଦିଲ୍ଲୀରେ ପ୍ରବଳ ପ୍ରଦୂଷଣ: ଅକ୍ଟୋବର-ଫେବୃଆରୀ ଟ୍ରକ ଚଳାଚଳ ବନ୍ଦ
ନୂଆଦିଲ୍ଲୀ: ଜାତୀୟ ରାଜଧାନୀରେ ପ୍ରଦୂଷଣ ଚରମ ସ୍ଥିତିରେ ପହଞ୍ଚିଛି । ଏ ସକାଶେ ସରକାରଙ୍କୁ କଡ଼ା ପଦକ୍ଷେପ ନେବାକୁ ପଡ଼ିଛି । ଯାହା ଚଳିତ ବର୍ଷ ଅକ୍ଟୋବର ମାସରୁ ଆସନ୍ତା ବର୍ଷ ଫେବୃଆରୀ ଶେଷ ପର୍ଯ୍ୟନ୍ତ ସହର ଭିତରକୁ ଟ୍ରକ ପ୍ରବେଶ ବନ୍ଦ କରାଯାଇଛି ।
ଏହି ସମୟ ଭିତରେ ସହର ଭିତରକୁ କୌଣସି…