[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ
- ଯଶଓ୍ୱନ୍ତ ସିହ୍ନା ହେଲେ ବିରୋଧୀଙ୍କ ରାଷ୍ଟ୍ରପତି ପ୍ରାର୍ଥୀ । ପ୍ରେସମିଟ୍ କରି ଯଶଓ୍ୱନ୍ତ ସିହ୍ନାଙ୍କ ନାଁ ଘୋଷଣା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ । ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ଅର୍ଥମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀ ଥିଲେ ଯଶଓ୍ୱନ୍ତ ସିହ୍ନା । ଆଜି…