Latest Odisha News

BREAKING NEWS

୭.୨୧ କୋଟି ଟଙ୍କାର ମାଲିକ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତ ଗିରଫ

ଭୁବନେଶ୍ବର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି କଳାରାହାଙ୍ଗ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କୁ ଭିଜିଲାନ୍ସ ଗିରଫ କରିଛି। ଏଲ୍‌ଆଇଙ୍କ ୯୧ଟି ପ୍ଲଟ ସହ ୭ କୋଟି ୨୧ ଲକ୍ଷ ଟଙ୍କାର ସଂପତ୍ତି କାଲି ଠାବ ହୋଇଥିଲା । ଭିଜିଲାନ୍ସ ବିଭାଗକୁ ସୂଚନା ମିଳିଛି ଯେ, ଶ୍ରୀ ରାଉତଙ୍କ ଆୟ…

[ଦେଖନ୍ତୁ ଭିଡିଓ] ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର ! ଗଛମୂଳେ ପ୍ରସବ କଲେ ମହିଳା

ଢ଼େଙ୍କାନାଳ : ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର । ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଯେତେ ଡିଣ୍ଡିମ ପିଟିଲେ ବି ବାସ୍ତବ ଚିତ୍ର କିନ୍ତୁ ଭିନ୍ନ ରହିଛି ।  ଆଜି ବି ରାଜ୍ୟର ଅନେକ ଗାଁରେ ଚିକିତ୍ସା ସୁବିଧା ନାହିଁ । କେଉଁଠି ହସ୍ପିଟାଲ ନାହିଁ ତ କେଉଁଠି ହସ୍ପିଟାଲ ଥିଲେ ଡାକ୍ତର ନାହାନ୍ତି…

ଚୀନରେ କରୋନା ରଚୁଛି ତାଣ୍ଡବ: ଘୁଂଚିଲା ଏସିଆନ ଗେମ୍ସ

ବେଜିଂ: ଚୀନରେ କରୋନା ଭାଇରସ ପୁନର୍ବାର ଦ୍ରୁତ ବେଗରେ ବ୍ୟାପିବାରେ ଲାଗିଛି । ଏହାକୁ ଦେଖି ଏଠାରେ ହେବାକୁ ଥିବା ଏସିଆନ ଗେମ୍ସ ଆୟୋଜନକୁ ଘଂଚାଇ ଦିଆଯାଇଛି । ଏସିଆନ ଗେମ୍ସ ଆୟୋଜକ କମିଟି ଏ ନେଇ ବିଧିବଦ୍ଧ ଭାବେ ଘୋଷଣା କରିଛି । ୧୦ରୁ ୨୫ ସେପ୍ଟମ୍ବର ପର୍ଯ୍ୟନ୍ତ ଏହା ଆୟୋଜିତ ହେବାକୁ ଥିଲା…

[ଦେଖନ୍ତୁ ଭିଡିଓ] ପୁରୀ ଏମାର ମଠରୁ ରାମାନୁଜାଚାର୍ଯ୍ୟଙ୍କ ମୂଲ୍ୟବାନ ମଙ୍ଗଳଗିରି ତୋରଣ ଗାଏବ !

ପୁରୀ : ପୁରୀ ଏମାର ମଠରୁ ରାମାନୁଜାଚାର୍ଯ୍ୟଙ୍କ ମୂଲ୍ୟବାନ ମଙ୍ଗଳଗିରି ତୋରଣ ଗାଏବ ହୋଇ ଥିବା ଅଭିଯୋଗ ହୋଇଛି। ଏହାର ଉଚ୍ଚତା ସାଢ଼େ ୩ଫୁଟ ଏବଂ ଓଜନ ୩ କିଲୋଗ୍ରାମରୁ ଅଧିକ ହେବ। ଗୁରୁବାର ରାମାନୁଜାଚାର୍ଯ୍ୟଙ୍କ ଜୟନ୍ତୀ ଶୋଭାଯାତ୍ରା ପାଇଁ ମଙ୍ଗଳଗିରି ତୋରଣ ଖୋଜିବା ବେଳେ ଏଭଳି ଘଟଣା ପଦାକୁ…

ପ୍ରଫେସର ଗୀତାଞ୍ଜଳି ଦାଶ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ବର: ପ୍ରଫେସର୍ ଗୀତାଞ୍ଜଳି ଦାଶ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର କୁଳପତି ନିଯୁକ୍ତ ହୋଇଛନ୍ତି । ଓଡ଼ିଶା ୟୁନିଭର୍ସିଟି ଆକ୍ଟ ୧୯୮୯ର ଧାରାରେ ଦିଆଯାଇଥିବା କ୍ଷମତାର ବ୍ୟବହାରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର କୁଳପତି ଭାବେ…

[ଦେଖନ୍ତୁ ଭିଡିଓ] ଚିଲିକା ଚିଲିକା ଡଙ୍ଗାବୁଡିରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

 ଖୋର୍ଦ୍ଧା :  ନିଖୋଜ ହେବାର ୧୯ ଘଣ୍ଟା ପରେ ମିଳିଲା ମୃତଦେହ । ଚିଲିକାରେ ଡଙ୍ଗାବୁଡ଼ି ନିଖୋଜ ହୋଇଥିବା ବ୍ୟକ୍ତିଙ୍କ ମୃତଦେହ ବଡ଼କୂଳ ନିକଟ ଖାରିବନ୍ଧରୁ ଉଦ୍ଧାର କରାଯାଇଛି । ଭାରତୀୟ ନୌସେନା, ଓଟିଡିସି, ବାଲୁଗାଁ ପୋଲିସ ସହାୟତାରେ ଉଦ୍ଧାର କାମ ଜାରି ରହିଥିଲା । ମୃତ ବ୍ୟକ୍ତିଙ୍କ ନାଁ…

ମେ ୧୦ରେ ଘଣ୍ଟା ପ୍ରତି ୮୦-୯୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଜି ସକାଳ ୮ଟା ୩୦ରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ କେନ୍ଦ୍ର ବା ଆଇଏମଡି ଏହି ସୂଚନା ଦେଇଛି। ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ-ପୂର୍ବ…

ଏମାର ମଠରୁ ରାମାନୁଜାଚାର୍ଯ୍ୟଙ୍କ ମୂଲ୍ୟବାନ ମଙ୍ଗଳଗିରି ତୋରଣ ଗାଏବ

ପୁରୀ: ଏମାର ମଠରୁ ରାମାନୁଜାଚାର୍ଯ୍ୟଙ୍କ ମୂଲ୍ୟବାନ ମଙ୍ଗଳଗିରି ତୋରଣ ଗାଏବ ହୋଇଥିବା ଅଭିଯୋଗ ହୋଇଛି। ଏହାର ଉଚ୍ଚତା ସାଢ଼େ ୩ ଫୁଟ ଏବଂ ଓଜନ ୩ କିଲୋଗ୍ରାମରୁ ଅଧିକ ହେବ। ଗୁରୁବାର ରାମାନୁଜାଚାର୍ଯ୍ୟଙ୍କ ଜୟନ୍ତୀ ଶୋଭାଯାତ୍ରା ପାଇଁ ମଙ୍ଗଳଗିରି ତୋରଣ ଖୋଜିବା ବେଳେ ଏଭଳି ଘଟଣା ପଦାକୁ ଆସିଛି…

‘ଘୁର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ, ବାତ୍ୟାର ରୂପ ନେବକି ନାହିଁ ଚିତ୍ର ଅସ୍ପଷ୍ଟ’

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟ ହୋଇଥିବା ଲଘୁଚାପ ମେ' ୮ ସଂଧ୍ୟାରେ ବାତ୍ୟାର ରୂପ ନେବ । ମେ' ୧୦ ତାରିଖରେ ଏହା ଆନ୍ଧ୍ର-ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ମିଳିଛି। ପାଣିପାଗ କେନ୍ଦ୍ର କହିଛି,…

ବ୍ରଜରାଜନଗରରେ କିଏ ମାରିବ ବାଜି: ଏଥର ଲଢେଇ ମହିଳାଙ୍କ ଭିତରେ ?

ଭୁବନେଶ୍ୱର: ବ୍ରଜରାଜନଗରରେ ଲାଗିଛି ରାଜନୀତିର ବାଜି । କିଏ ଜିତିବ, କିଏ ହାରିବ ? ମେ ୩୧ ପରେ ଏହା ସ୍ପଷ୍ଟ ହୋଇଯିବ । ଯଦିଓ ତିନି ପ୍ରମୁଖ ରାଜନୈତିକ ଦଳ ପ୍ରାର୍ଥୀ ଘୋଷଣା କରିନାହାନ୍ତି ହେଲେ ମିଳିଥିବା ସୂଚନା ଅନୁଯାୟୀ ତିନି ଦଳ ନିଜ ନିଜର ମହିଳା ନେତ୍ରୀଙ୍କୁ ନିର୍ବାଚନ ମୈଦାନକୁ…