Latest Odisha News

BREAKING NEWS

ମହାରାଷ୍ଟ୍ର ଏମଏଲସି ନିର୍ବାଚନରେ ମେଣ୍ଟ ସରକାରକୁ ଝଟକା ଦେଲା ବିଜେପି

ମୁମ୍ବାଇ: ମହାରାଷ୍ଟ୍ରରେ ରାଜ୍ୟସଭା ନିର୍ବାଚନ ପରେ ମହା ବିକାଶ ଅଘାଡ଼ି ସରକାରକୁ ପୁଣିଥରେ ଏକ ବଡ଼ ଧରଣର ଝଟକା ଲାଗିଛି । ବିଧାନ ପରିଷଦ ନିର୍ବାଚନରେ ​​ମଧ୍ୟ ବିଜେପି ଉଦ୍ଧବ ସରକାରଙ୍କୁ ଟେନସନ ଦେଇଛି। ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନରେ ​​ବିଜେପିର ପାଞ୍ଚ  ଜଣ ପ୍ରାର୍ଥୀ…

ଅଗ୍ନିବୀରଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଅନେକ ସୁଯୋଗ ତିଆରି କରାଯାଉଛି -ଧର୍ମେନ୍ଦ୍ର ପ୍ରଧାନ

ହମିରପୁର:   ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଅଗ୍ନିପଥ ଯୋଜନା ଦ୍ୱାରା ଯୁବବର୍ଗଙ୍କୁ ସର୍ବୋତମ ଅଗ୍ନିବୀର କରିବାର କଳ୍ପନା ରହିଛି । ଅଗ୍ନିପଥ ଯୋଜନା ରାଷ୍ଟ୍ର, ସେନା ଏବଂ ଆମର ଯୁବକମାନଙ୍କ ପାଇଁ ଫଳପ୍ରଦ ହେବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା…

ସଞ୍ଜୟ ଲୀଲା ଭଁସାଲୀଙ୍କ ଆଗାମୀ ଫିଲ୍ମରେ ରୋମାନ୍ସ କରିବେ କ୍ରିତି-ଆଦିତ୍ୟ

ମୁମ୍ବାଇ: ସଞ୍ଜୟ ଲୀଲା ଭଁସାଲୀ ତାଙ୍କ ଆଗାମୀ ଫିଲ୍ମ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ରିପୋର୍ଟ ମୁତାବକ ଏହି ଫିଲ୍ମରେ କ୍ରିତି ସାନୋନ ଓ ଆଦିତ୍ୟ ରାୟ କାପୁର ରୋମାନ୍ସ କରିବେ । ଉଭୟ କଳାକାର ଏହି ଫିଲ୍ମରେ ଅଭିନୟ କରିବା ପାଇଁ ରାଜି ହୋଇ ସାରିଛନ୍ତି । ଖୁବ ଶୀଘ୍ର ଏ ନେଇ…

ଇଡି କାର୍ଯ୍ୟାଳୟ ଘେରିଲା ଯୁବ କଂଗ୍ରେସ

ଭୁବନେଶ୍ୱର : ଭାରତୀୟ ସମ୍ବିଧାନ ଓ ବିଧି ବ୍ୟବସ୍ଥାକୁ ମୋଦି ସରକାର ପାଦରେ ଦଳି ମକଚି ଚାଲିଛନ୍ତି । ଭାରତ ଭଳି ଏକ ବୃହତ ଗଣତାନ୍ତ୍ରିକ ରାଷ୍ଟ୍ରରେ ସ୍ୱେଚ୍ଛାଚାରୀ, ପ୍ରତିହିଂସାପରାୟଣ ଓ ଅସହିଷ୍ଣୁ ଶାସନ ଚଳାଇ ଦେଶବାସୀଙ୍କୁ ଏକ ଭୟଙ୍କର ବିପଦ ଆଡକୁ ଟାଣିନେଉଛନ୍ତି । ମୋଦି ସରକାର ହୀନ…

୭୫ଟି ଐତିହାସିକ ସ୍ଥାନରେ ଅନୁଷ୍ଠିତ ‘ଯୋଗ ଦିବସ’ରେ ଉପସ୍ଥିତ ରହିବେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ସ୍ୱାଧୀନତାର ୭୫ବର୍ଷ ପୂର୍ତି ଅବସରରେ ଆଜାଦି ଅମୃତ ମହୋତ୍ସବ ସ୍ୱର୍ଣ୍ଣିମ ଦିବସ ଅବସରରେ ପାଳନ ହେବାକୁ ଯାଉଛି ବିଶ୍ୱ ଯୋଗ ଦିବସ । ବିଶ୍ୱକୁ ଯୋଗ ଉପହାର ଦେବାରେ ମୋଦି ସରକାରଙ୍କ ଅବଦାନ ଅତୁଳନୀୟ । ୨୦୧୪ରେ ଯଶ୍ୱସୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ…

ଏୟାରପୋର୍ଟ ଭଳି ଭାରତର ପ୍ରଥମ ଏସି ରେଲଓ୍ବେ ଷ୍ଟେସନ

ବେଙ୍ଗାଲୁର: ଭାରତର ପ୍ରଥମ ଶୀତତାପ ନିୟନ୍ତ୍ରୀତ ରେଲଓ୍ବେ ଷ୍ଟେସନ । ଯେଉଁଠି ରହିଛି ସମସ୍ତ ହାଇଟେକ ବ୍ୟବସ୍ଥା । ଏହି ଷ୍ଟେସନରେ ଆପଣ ପହଁଚିଲେ ବିଶେଷ ଆନନ୍ଦ ଅନୁଭବ କରିବେ । ଏହି ବିଶ୍ବସ୍ତରୀୟ ରେଲଓ୍ବେ ଷ୍ଟେସନକୁ ବେଙ୍ଗାଲୁରରେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି  ।…

[ଦେଖନ୍ତୁ ଭିଡିଓ] ଦେବଦୂତ ସାଜିଲେ ଦୁଇ ଓଡ଼ିଆ ଝିଅ : ମୃତ୍ୟୁ ମୁଖରୁ ୪ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ

ରାୟଗଡ଼ା:  ଦୁଇ ଓଡ଼ିଆ ଝିଅଙ୍କ ସାହସିକତା । ପର୍ଯ୍ୟଟକଙ୍କୁ ମୃତ୍ୟୁମୁହଁରୁ ବଞ୍ଚାଇ ସାହସିକତାର ପରିଚୟ ଦେଲେ ୨ଓଡ଼ିଆ ଝିଅ । ଏହି ଦୁଇଜଣ ହେଲେ ଆକାଂକ୍ଷା ଓ ତାଙ୍କ ସମ୍ପର୍କୀୟ ଭଉଣୀ ଆୟୁଷୀ । ହିମାଚଳପ୍ରଦେଶର ରୋହତାଙ୍ଗପାସ ପର୍ଯ୍ୟଟନ ସ୍ଥଳୀର ପର୍ଯ୍ୟଟକଙ୍କୁ ମୃତ୍ୟୁମୁଖରୁ ବଚାଂଇ…

ମାଲେସିଆରେ ରଜ ମହୋତ୍ସବ, ରଙ୍ଗବତୀ ଗୀତର ତାଳେ ତାଳେ ଝୁମିଲେ ଦର୍ଶକ

ଭୁବନେଶ୍ୱର: ବିଦେଶ ମାଟିରେ ମହକିଛି ଓଡ଼ିଆ ପର୍ବ, ମହକିଛନ୍ତି ଓଡ଼ିଆ । ଓଡ଼ିଶାର ଗଣପର୍ବ ରଜ ମହୋତ୍ସବ ବିଦେଶରେ ପାଳିତ ହୋଇଛି ।  ମାଲେସିଆର କୁଆଲାଲମ୍ପୁରରେ ରହୁଥିବା ପ୍ରବାସୀ ଓଡ଼ିଆମାନେ ଗତ ଜୁନ୍ ୧୮ ତାରିଖ ଦିନ ଧୁମଧାମରେ ପାଳନ କରିଛନ୍ତି ରଜ । ମାଲେସିଆ ଓଡ଼ିଆ କମ୍ୟୁନିଟି ପକ୍ଷରୁ…

[ଦେଖନ୍ତୁ ଭିଡିଓ] ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ୱାର୍ଡରେ ପଶିଲା ବର୍ଷା ପାଣି, ରୋଗୀ ହନ୍ତସନ୍ତ

ସୋନପୁର: ମୌସୁମୀ ବର୍ଷା ଆରମ୍ଭରୁ ବେହାଲ୍ ସୁବର୍ଣ୍ଣପୁର । ବର୍ଷା ଆରମ୍ଭରୁ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବର୍ଷା ପାଣି ପଶିଛି । ଫଳରେ ରୋଗୀଙ୍କ ସହ ସମ୍ପର୍କୀୟ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଗତକାଲି ଠାରୁ ସୁବର୍ଣ୍ଣପୁର ଜିଲ୍ଲାକୁ ମୌସୁମୀ ଛୁଇଁଥିବା…

ସୁସ୍ଥ ହୋଇ ଡାକ୍ତରଖାନାରୁ ଫେରିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୁସ୍ଥ ହୋଇ ଡାକ୍ତରଖାନାରୁ ଘରକୁ ଫେରିଛନ୍ତି । କରୋନା ସଂକ୍ରମିତ ହେବା ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ଏବେ ତାଙ୍କୁ ଘରେ ବିଶ୍ରାମ ନେବା ପାଇଁ ପରାମର୍ଶ ଦିଆଯାଇଛି । ସୋନିଆ ଗାନ୍ଧୀ ସୁସ୍ଥ ହେବା ଖବର ଜୟରାମ ରମେଶ ଟୁଇଟ…