ଉପ ରାଷ୍ଟ୍ରପତି ହେବାକୁ ଚାହୁଁଥିଲେ ନୀତିଶ !
ପାଟନା: ବିହାରରେ ୮ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନୀତିଶ କୁମାର । ଏନଡିଏ ଗଠବନ୍ଧନ ଭାଙ୍ଗିଯିବା ପରେ ଏବେ କାଦୁଅ ଫିଙ୍ଗା ଆରମ୍ଭ ହୋଇଛି । ନୀତିଶ ଉପ ରାଷ୍ଟ୍ରପତି ହେବାକୁ ଚାହୁଁଥିଲେ ବୋଲି ବିଜେପି ନେତା ତଥା ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି କହିଛନ୍ତି । ବିଜେପି ମନା…