ୟୁଏସ ଓପନ ପରେ ଟେନିସକୁ ଅଲବିଦା କହିବେ ସେରେନା
ନ୍ୟୁୟର୍କ: ଟେନିସକୁ ଅଲବିଦା କହିବାକୁ ଯାଉଛନ୍ତି ବିଶ୍ୱର ମହାନ ମହିଳା ଟେନିସ ଖେଳାଳି ସେରେନା ୱିଲିୟମ୍ସ । ଆମେରିକାର ଏହି ୪୦ ବର୍ଷୀୟା ଷ୍ଟାର ଖେଳାଳି ୟୁଏସ ଓପନ ପରେ ଟେନିସରୁ ଅବସର ନେବେ ବୋଲି ପ୍ରଶଂସକଙ୍କୁ ଜଣାଇଛନ୍ତି । ଅଗଷ୍ଟ ୨୯ରୁ ୟୁଏସ ଓପନ ଆରମ୍ଭ ହେବ । ଭୋଗ୍ୟୁ ପତ୍ରିକାରେ…