ଆଜି ପବିତ୍ର ଅକ୍ଷୟ ତୃତୀୟା:ଅଖିମୁଠି ଅନୁକୂଳ କରିବ ଚଷା ପୁଅ
ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା କୁହାଯାଏ । ଏହି ଦିନ ଚାଷୀ ଅଖିମୁଠି ଅନୁକୂଳ କରିଥାନ୍ତି । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । ଚାଷୀ ଆଜି ନିଜ ବିଲରେ ଅଖିମୁଠି ବିହନ ବୁଣି ମାଆ ଲକ୍ଷ୍ମୀ…