ଇସାରା ଦେଇ ମମତାଙ୍କ ଟିଏମସିକୁ ବାଣ ମାରିଲେ ମାର୍ଗେଟ ଆଲଭା
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ନିର୍ବାଚନରେ ବିରୋଧୀଙ୍କ ମିଳିତ ପ୍ରାର୍ଥୀ ମାର୍ଗେଟ୍ ଆଲଭା ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡଙ୍କ ଦ୍ୱାରା ପରାଜିତ ହୋଇଛନ୍ତି। ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ ତାଙ୍କୁ ବିପୁଳ ବ୍ୟବଧାନରେ ପରାସ୍ତ କରିଛନ୍ତି। ଧନଖଡ ୫୨୮ ଭୋଟ୍ ପାଇଥିବାବେଳେ ଆଲଭା ୧୮୨ ଭୋଟ୍…