ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଉଦବୋଧନ ଦେଲେ ମୁଖ୍ୟମନ୍ତ୍ରୀ
କଟକ: କଟକ ବାରବାଟୀ ଷ୍ଟାଡିୟମରେ ସାଧାରଣତନ୍ତ୍ର ଦିବସ ପାଳନ ହୋଇଛି । ଏହି ଅବସରରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗୌରବମୟ ୭୭ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ…