Union Budget 2026: ଶସ୍ତା ହେବ କର୍କଟ, ମଧୁମେହ ଏବଂ ଅଟୋଇମ୍ମ୍ୟୁନ୍ ରୋଗର ଔଷଧ…
ନୂଆଦିଲ୍ଲୀ: କେନ୍ଦ୍ରୀୟ ବଜେଟ୍ ୨୦୨୬ ଆଗତ ହେଉଛି। ଏହି ଅବସରରେ ଅର୍ଥମନ୍ତ୍ରୀ ଦେଶର ସ୍ୱାସ୍ଥ୍ୟସେବା କ୍ଷେତ୍ରକୁ ନୂତନ ଉଚ୍ଚତାରେ ପହଞ୍ଚାଇବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।
ସଂସଦରେ ବଜେଟ୍ ଉପସ୍ଥାପନ କରିବା ସମୟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କର୍କଟ,…